ଆରମ୍ଭ ହେଲା ରଥଟଣା: ବଡ଼ଦାଣ୍ଡରେ ଗଡ଼ିଲା ତାଳଧ୍ୱଜ ରଥ
ପୁରୀ: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଆରମ୍ଭ ହୋଇଛି ରଥଟଣା । ବଡ଼ଦାଣ୍ଡରେ ଗଡ଼ିଲା ତିନି ତିନି ରଥ।
ଘୁଁ ଘୁଁ ଗର୍ଜନ କରି ବଡ଼ଦାଣ୍ଡରେ ମାଡି ଚାଲିଛି ଶ୍ରୀବଳଦେବଙ୍କ ତାଳଧ୍ୱଜ ରଥ ।
ଏହା ପୂର୍ବରୁ ରଥାରୂଢ଼ ୩ ଠାକୁରଙ୍କୁ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ଦର୍ଶନ କରିଥିଲେ। ଏହାପରେ…