ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ
ଭୁବନେଶ୍ୱର: ପଶ୍ଚିମ ଓଡିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ସୁବାସ ଚୌହ୍ୱାନଙ୍କର ପରଲୋକ ଘଟିଛି । ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିବାରୁ ୫ ଦିନ ପୂର୍ବେ ସୁବାସଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ୫୪ ବର୍ଷରେ ତାଙ୍କର ପରଲୋକ ଘଟିଛି ।
ଲିଭର…