ମହିଳା କ୍ରିକେଟରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ସ୍ମୃତି ମାନ୍ଧନା
ନୂଆଦିଲ୍ଲୀ: ଆଇସିସି ମହିଳା ବିଶ୍ୱକପ କ୍ରିକେଟ ଅବସରରେ ଭାରତର ଷ୍ଟାର ଖେଳାଳି ସ୍ମୃତି ମାନ୍ଧାନା ନିଜ ନାମରେ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ସ୍ମୃତି ମାନ୍ଧନା ୮୦ ରନର ଇନିଂସ ଖେଳିଥିଲେ । ଏଥିସହ ସେ ଚଳିତ ବର୍ଷ ୧୦୦୦ରୁ ଊର୍ଦ୍ଧ୍ୱ ରନ ସଂଗ୍ରହ…