ଯୁଦ୍ଧାସ୍ତ୍ର ଖରିଦକୁ ସ୍ଥଗିତ ରଖିବ ପ୍ରତିରକ୍ଷା ମନ୍ତ୍ରାଳୟ !
ନୂଆଦିଲ୍ଲୀ : କରୋନା ମହାମାରୀ ଭାରତୀୟ ସେନାର ଆଧୁନିକୀକରଣକୁ ଗୁରୁତର ଭାବେ ପ୍ରଭାବିତ କରିବ । ପୂର୍ବରୁ ଯୋଜନା କରାଯାଇଥିବା ଯୁଦ୍ଧାସ୍ତ୍ର ଖରିଦକୁ ସ୍ଥଗିତ ରଖିବାକୁ ପ୍ରତିରକ୍ଷା ମନ୍ତ୍ରାଳୟ ବିଚାର କରୁଛି । ପ୍ରତିରକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ମିଲିଟାରୀ ବ୍ୟାପାର ବିଭାଗ ପକ୍ଷରୁ ସେନା,…