ରୋହିତ, କୋହଲିଙ୍କ ଏହା ହୋଇପାରେ ବିଦାୟକାଳୀନ ସିରିଜ
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳର ଘୋଷଣା କରାଯାଇଛି । ଏହା ଭାରତର ଦୁଇ ମହାନ ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ବିଦାୟକାଳୀନ ସିରିଜ ହେବାକୁ ଯାଉଛି କହିଲେ ଭୁଲ ହେବନି । ରୋହିତ ଶର୍ମାଙ୍କୁ ଅଧିନାୟକ ପଦରୁ ହଟାଯିବା ପରେ ଏବେ ଅନୁମାନ…