Latest Odisha News

BREAKING NEWS

କୂଲଦୀପ ୭ ବର୍ଷ ପରେ ପୂନର୍ବାର କରିବେ କି କମାଲ

ଦୁବାଇ: ଆଉ କିଛି ସମୟ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଏସିଆ କପ କ୍ରିକେଟର ଫାଇନାଲ ମ୍ୟାଚ ଖେଳାଯିବ । ଚଳିତ ଏସିଆ କପରେ ଭାରତ ୨ଥର ପାକିସ୍ତାନକୁ ହରାଥ ଭଲ ଫର୍ମରେ ରହିଛି । ଆଜିକୁ ୭ ବର୍ଷ ତଳେ କୂଲଦୀପ ଚମତ୍କାର ବୋଲିଂ ପ୍ରଦର୍ଶନ କରି ଭାରତକୁ ଏସିଆ କପରେ ଚାମ୍ପିୟନ କରାଇବାରେ ମୂଖ୍ୟ…

ପୁଣି ନୋବେଲ୍ ପାଇଁ ମନୋନୀତ ହେଲେ ଟ୍ରମ୍ପ: ଦୋହରାଇଲେ ଭାରତ-ପାକିସ୍ତାନ ମଧ୍ୟସ୍ଥି…..କହିଲେ, ‘ବହୁତ ଯୁଦ୍ଧ…

ନୂଆଦିଲ୍ଲୀ: ପୂର୍ବରୁ ପାକିସ୍ତାନ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ନୋବେଲ୍ ପ୍ରାଇଜ୍ ପାଇଁ ମନୋନୀତ କରିଥିବା ବେଳେ ଏବେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ପାଇଁ ମନୋନୀତ କରିଛନ୍ତି।…

ଆଇପିଏଲରେ ଭୁବନେଶ୍ୱର ରଚିଲେ ଇତିହାସ

ନୂଆଦିଲ୍ଲୀ: ଆଇପିଏଲ ୨୦୨୫ ଟାଇଟଲ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଜିତିଛି । ଏଥିରେ ଭୁବନେଶ୍ୱର କୁମାରଙ୍କ ପ୍ରଦର୍ଶନ ପ୍ରଶଂସନୀୟ ରହିଥିଲା । ପଞ୍ଜାବ କିଙ୍ଗସ ବିପକ୍ଷ ଫାଇନାଲ ମ୍ୟାଚରେ ସେ ୩୮ ରନରେ ୨ଟି ୱିକେଟ ଅକ୍ତିଆର କରିଥିଲେ । ଭୁବନେଶ୍ୱର ଆଇପିଏଲରେ ଏକ ରେକର୍ଡ ନିଜ ନାମରେ…

ଦୁର୍ନୀତିକୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆମର ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ଏହାହିଁ ଆମର ଉଦ୍ଦେଶ୍ୟ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି…

ଖରା ଦିନେ ଦୂର ହେବ ଜଳ କଷ୍ଟ, ମନ୍ତ୍ରୀଙ୍କ ବଡ଼ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ସରକାର ଗ୍ରୀଷ୍ମ ଋତୁରେ ପାଣି ସଙ୍କଟର ସମାଧାନ ପାଇଁ ରାଜ୍ୟରେ ୨୧ ହଜାର ୩୦୦ ନୂଆ ନଳକୂଅ ସ୍ଥାପନ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ ଶୁକ୍ରବାର ଦିନ ଘୋଷଣା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ସମସ୍ତଙ୍କ ପାଇଁ ପିଇବା ପାଣି…

ଫାଟିଗଲା ଚକା, ଟ୍ରକ ସହ ଧକ୍କା ହେଲା ବସ୍‌, ଚାଲିଗଲା ୩୮ ଜଣଙ୍କ ଜୀବନ

ବ୍ରାଜିଲ୍‌: ଟ୍ରକ୍‌କୁ ପିଟିଲା ବସ୍ । ୩୮ ମୃତ, ୯ ଗୁରୁତର । ଭାରସାମ୍ୟ ହରାଇ ଟ୍ରକ ସହ ଧକ୍କା ପରେ ବସ୍‌ରେ ଲାଗିଲା ନିଆଁ । ବସ୍‌ଟି ରାଜଧାନୀ ସାଓ ପାଉଲୋରୁ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ବସ୍‌ରେ ୪୫ରୁ ଅଧିକ ଯାତ୍ରୀ ଥିଲେ । ସେପଟେ ୯ ଗୁରୁତର ମେଡିକାଲରେ…

ଲାଞ୍ଚ କାରବାର ମାମଲାରେ, ଜେଲରୁ ଜାମିନରେ ମୁକୁଳିଲେ ୩ ଅଭିଯୁକ୍ତ

ଭୁବନେଶ୍ଵର: ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଝାରପଡ଼ା ଜେଲରୁ ଜାମିନରେ ମୁକୁଳିଲେ ୩ ଅଭିଯୁକ୍ତ । ସର୍ତ୍ତମୂଳକ ଜାମିନ୍ ପରେ ଗତକାଲି ଜେଲରୁ ବାହାରିଛନ୍ତି ଠିକାଦାର ଦେବଦତ୍ତ ମହାପାତ୍ର, ସନ୍ତୋଷ ମହାରଣା, ଚଞ୍ଚଳ ମୁଖାର୍ଜୀ। ଗତକାଲି ଏହି ୩ ଜଣଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି…

ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼

ଭୁବନେଶ୍ୱର: ରାଜଧାନୀରେ ଗାଡି ହର୍ଣ୍ଣ ମାରିବାକୁ ନେଇ ଛୁରାମାଡ଼। ଗଣ୍ଡଗୋଳର ତଦନ୍ତ ପାଇଁ ଆସିଥିବା ପିସିଆର କର୍ମଚାରୀଙ୍କୁ ଅତର୍କିତ ଛୁରାମାଡ଼ ହୋଇଛି। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣି ସ୍ଥିତ ଶ୍ରୀରାମନଗରରେ ଏହି ଘଟଣା ଘଟିଛି। ଗତକାଲି ରାତି ପ୍ରାୟ ଗୋଟାଏ ସମୟରେ…

ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ୬ ଦିନିକିଆ ଟେଷ୍ଟ ମ୍ୟାଚ

କଲମ୍ବୋ: ଶ୍ରୀଲଙ୍କା ଓ ଇଂଲଣ୍ଡ ମଧ୍ୟରେ ଏବେ ଟେଷ୍ଟ ସିରିଜ ଚାଲିଛି । ଏହା ପରେ ନ୍ୟୁଜିଲାଣ୍ଡ ଟିମ ଶ୍ରୀଲଙ୍କା ଗସ୍ତରେ ଆସିବ । ସେପ୍ଟମ୍ବର ୧୮ରୁ ଗାଲେରୁ ଏହି ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ । ପ୍ରଥମ ଟେଷ୍ଟ ପାଇଁ ୬ ଦିନର ସମୟ ରଖାଯାଇଛି । ସେପ୍ଟମ୍ବର ୨୧କୁ ବିଶ୍ରାମ ଦିବସ…

କାର୍ଯ୍ୟକାରି ହେବ ‘ଆଦର୍ଶ ସୌର ଗ୍ରାମ: ମୁକ୍ତ ବିଜୁଳି ଯୋଜନା’: ମିଳିବ ୧ କୋଟି ଟଙ୍କାର ଆର୍ଥିକ ସହାୟତା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ-ସୂର୍ଯ୍ୟ ଘର: ମୁକ୍ତ ବିଜୁଳି ଯୋଜନା ଅଧୀନରେ 'ଆଦର୍ଶ ସୌର ଗ୍ରାମ'ର କାର୍ଯ୍ୟକାରିତା ନିମନ୍ତେ  ମାର୍ଗଦର୍ଶିକା ପ୍ରକାଶ ପାଇଛି। 'ଆଦର୍ଶ ସୌର ଗ୍ରାମ' ଯୋଜନା ଅଧୀନରେ ସମଗ୍ର ଭାରତରେ ପ୍ରତି ଜିଲ୍ଲାରେ ଗୋଟିଏ ଲେଖାଏଁ ଆଦର୍ଶ ସୌର ଗ୍ରାମ ଗଠନ ହେବ । ସୌର ଶକ୍ତି…