ନିର୍ବାଚନ ପୂର୍ବରୁ ’ମୋଦୀଙ୍କ ପରିବାର’ ଗୀତ ରିଲିଜ
ନୂଆଦିଳ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନେଇ ଏକ ଗୀତ ରିଲିଜ ହୋଇଛି। ’ମେ’ ମୋଦୀ କା ପରିବାର ହୁଁ’ ନାଁରେ ଏହି ଗୀତ ନିର୍ବାଚନକୁ ଦୃଷ୍ଟିରେ ରଖି ଲଞ୍ଚ କରାଯାଇଛି । ୩ ମିନିଟ୍ ୧୩ ସେକେଣ୍ଡ ଗୀତରେ ସରକାରଙ୍କ ସମସ୍ତ…