Latest Odisha News

BREAKING NEWS

ଲୋକାର୍ପଣ ହେଲା ସାହିତ୍ୟ ମଞ୍ଚ ଲେଖନୀ ସ୍ଵର

ବାଙ୍ଗାଲୋର: ସାହିତ୍ୟ ମଞ୍ଚ ଲେଖନୀ ସ୍ଵର (ସୃଜନର ନବ ଦିଗନ୍ତ) ର ଶୁଭ ଲୋକାର୍ପଣ ଉତ୍ସବ ବାଙ୍ଗାଲୋରରୁ ଆଭାସି ମଞ୍ଚ ଦ୍ବାରା ରବିବାର ଏହାର ପ୍ରତିଷ୍ଠାତ୍ରୀ ତପସ୍ୱିନୀ ଦାଶ ଷଢ଼ଙ୍ଗୀ ଏବଂ ସମସ୍ତ କର୍ମକର୍ତ୍ତାଙ୍କ ପ୍ରଚେଷ୍ଟାରେ ଉଦଘାଟିତ ହୋଇଯାଇଛି । ମୂଖ୍ୟ ଅତିଥି ରୂପେ ସାହିତ୍ୟିକା ଡଃ…

ସୁଇସ ଓପନ ଟାଇଟଲ ହାସଲ କଲେ ସିନ୍ଧୁ

ନୂଆଦିଲ୍ଲୀ: ଓଙ୍ଗବାମୁରଙ୍ଗାଫାନରେ ଅନୁଷ୍ଠିତ ସୁଇସ ଓପନ ବ୍ୟାଡମିଂଟନରେ ଟାଇଟଲ ହାସଲ କରିଛନ୍ତି ଭାରତର ପିଭି ସିନ୍ଧୁ । ମହିଳା ସିଙ୍ଗଲ୍ସ ଟାଇଟଲ ମୁକାବିଲାରେ ସେ ଥାଇଲାଣ୍ଡର ବୁସାନାନ ଓଙ୍ଗବାମରୁଙ୍ଗଫାନଙ୍କୁ ୨୧-୧୬ ଓ ୨୧-୧୮ ପଂଏଟରେ ପରାସ୍ତ କରିଥିଲେ । ୪୯ ମିନିଟ ଧରି ଚାଲିଥିବା ଏହି…

ଧାମିଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: ଉତରାଖଣ୍ଡରେ ଲାଗୁ ହେବ ସମାନ ନାଗରିକ ସଂହିତା

ଡେରାଡୁନ: ଉତରାଖଣ୍ଡର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ପୁଷ୍କର ସିଂ ଧାମି ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ପ୍ରଥମ ରାଜ୍ୟ ଭାବେ ଉତରାଖଣ୍ଡରେ ୟୁନିଫର୍ମ ସିଭିଲି କୋଡ ଲାଗୁ କରାଯିବ ବୋଲି ସେ କହିଛନ୍ତି । ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ପକ୍ଷରୁ ଏ ନେଇ…

ଦିନ ୧୨ଟା ସୁଦ୍ଧା ୩୨ ପ୍ରତିଶତ ମତଦାନ

ଭୁବନେଶ୍ୱର: ପୌର ନିର୍ବାଚନ ଆଜି ସକାଳ ୮ରୁ ଆରମ୍ଭ ହୋଇଛି । ଏପର୍ଯ୍ୟନ୍ତ ଶନ୍ତିଶୃଙ୍କଳାର ସହ ଚାଲିଛି ମତଦାନ । ତେବେ ୧୨ଟା ସୁଦ୍ଧା ୩୨ ପ୍ରତିଶତ ମତଦାନ ହୋଇଛି । ରାଜ୍ୟ ନିର୍ବାଚନ କମିାନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟର ୩ ମହାନଗର ନିଗମରେ ୧୨ଟା ସୁଦ୍ଧା ୨୧ ପ୍ରତିଶତ ମତଦାନ…

ନାଗାଲାଣ୍ଡର ପ୍ରଥମ ମହିଳା ଭାବେ ଫାଙ୍ଗୋନାନ ଯିବେ ରାଜ୍ୟସଭା !

କୋହିମା: ନାଗାଲାଣ୍ଡର ପ୍ରଥମ ମହିଳା ଭାବେ ବିଜେପିର ଫାଙ୍ଗୋନାନ କୋନ୍ୟାକ ରାଜ୍ୟସଭା ଯିବା ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ତାଙ୍କୁ ରାଜ୍ୟସଭା ପଠାଇବା ପାଇଁ ଶାସକ ଦଳ ୟୁନାଇଟେଡ ଡେମୋକ୍ରାଟିକ ଆଲାୟନ୍ସ ପକ୍ଷରୁ ସର୍ବ ସମ୍ମତି କ୍ରମେ ନିଷ୍ପତି ନିଆଯାଇଛି । ସୋମବାର ନାମାଙ୍କନ ଦାଖଲ…

୧୩ ବର୍ଷ ପରେ ବିଶ୍ୱକପ ବିଜୟ ସ୍ୱାଦ ଚାଖିଲା ପାକିସ୍ତାନ

ହାମିଲଟନ: ପାକିସ୍ତାନ ମହିଳା କ୍ରିକେଟ ଟିମ ୧୩ ବର୍ଷ ପରେ ବିଶ୍ୱକପ ବିଜୟ ସ୍ୱାଦ ଚାଖିଛନ୍ତି । ଏଠାରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ମୁକାବିଲାରେ ପାକିସ୍ତାନ ୮ ୱିକେଟରେ ଏହି ବହୁ ପ୍ରତୀକ୍ଷୀତ ବିଜୟ ହାସଲ କରିଥିଲା । ବର୍ଷା ଯୋଗୁ ୱେଷ୍ଟଇଣ୍ଡିଜ-ପାକିସ୍ତାନ ମ୍ୟାଚକୁ ୨୦ ଓଭର ବିଶିଷ୍ଟ…

ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଇନିଂସ ଆରମ୍ଭ କରିବେ ପ୍ରମୋଦ ସାୱନ୍ତ

ପାଣାଜୀ: ପ୍ରମୋଦ ସାୱନ୍ତ କ୍ରମାଗତ ଦ୍ୱିତୀୟ ଥର ପାଇଁ ଗୋଆର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ତୁଲାଇବେ । ଏଠାରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସର୍ବ ସମ୍ମତି କ୍ରମେ ପ୍ରମୋଦଙ୍କୁ ବିଜେପି ବିଧାୟକ ଦଳର ନେତା ନିର୍ବାଚିତ କରାଯାଇଥିଲା । ଗୋଆରେ ତୃତୀୟ ଥର ପାଇଁ କ୍ଷମତାକୁ ଆସିଛି ବିଜେପି ।…

ପୁଷ୍କର ହେବେ ଉତରାଖଣ୍ଡ ସିଏମ : ଧୋନୀଙ୍କ ପରି ଦଳକୁ ଜିତାଇ ନିଜ ୱିକେଟ ହରାଇଥିଲେ

ଡେରାଡୁନଁ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିବା ସହ ପୁଷ୍କର ସିଂ ଧାମି ଦ୍ୱିତୀୟ ଥର ପାଇଁ ଉତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ଆଜି ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତି ନିଆଯାଇଛି । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ମୀନାକ୍ଷୀ ଲେଖି ପ୍ରମୁଖ ଉପସ୍ଥିତ ଥିଲେ ।…

ବିବାହର ୪ ବର୍ଷ ପରେ ଗୁଡ ନ୍ୟୁଜ ଶେୟାର କଲେ ସୋନମ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନମ କାପୁର ବିବାହର ୪ ବର୍ଷ ପ୍ରଶଂସକଙ୍କ ସହ ଗୁଡ ନ୍ୟୁଜ ଶେୟାର କରିଛନ୍ତି । ସୋସିଆଲ ମିଡିଆରେ ସୋନମ ଖୁବଶୀଘ୍ର ମାଆ ହେବାକୁ ଯାଉଛନ୍ତି ବୋଲି କହିଛନ୍ତି । ସେ ଶେୟାର କରିଥିବା ଫଟୋରେ ତାଙ୍କ ବେବି ବମ୍ପ ସ୍ପଷ୍ଟ ଭାବେ ବାରି ହୋଇ ପଡୁଛି । ପତି ଆନନ୍ଦ ଆହୁଜା…

ଆରଜେଡିରେ ବିଲୟ ହେଲା ଏଲଜେଡି

ପାଟନା: ବିହାରରେ ଦୀର୍ଘ ଦିନ ପରେ ଦୁଇ ପୁରୁଣା ରାଜନୈତିକ ବନ୍ଧୁ ଏକତ୍ର ହୋଇଛନ୍ତି କହିଲେ ଭୁଲ ହେବନି । ରବିବାର ଶରଦ ଯାଦବଙ୍କ ଲୋକତାନ୍ତ୍ରିକ ଜନତା ଦଳ ଲାଲୁ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳରେ ବିଲୟ ହୋଇଛି । ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହା ଘୋଷଣା କରାଯାଇଛି । ଆରଜେଡି ମୂଖ୍ୟ…