Latest Odisha News

BREAKING NEWS

Disabilities Children Survey: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ, ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ…

ଭୁବନେଶ୍ୱର: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ସମସ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ସମାଜିକ କଲ୍ୟାଣ ଅଧିକାରୀ, ଶିଶୁ ଉନ୍ନୟନ ପ୍ରକଳ୍ପ ଅଧିକାରୀଙ୍କୁ ଚିଠି କରାଯାଇଛି ।…

କ’ଣ ଅଭିନେତ୍ରୀ ଝିଅ ଦେଇପାରିବେ ବାପା ଅଜିତ ଶର୍ମାଙ୍କୁ ବିଜୟ?, କ’ଣ କହୁଛି ପୂର୍ବ ନିର୍ବାଚନ…

ପାଟନା: ୨୦୨୫ ବିହାର ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ବଲିଉଡ୍ ଅଭିନେତ୍ରୀ ନେହା ଶର୍ମା ତାଙ୍କର ଗ୍ଲାମରସ୍ ଶୈଳୀ ସହିତ ଶିରୋନାମା ହାସଲ କରିଛନ୍ତି। ନେହା ତାଙ୍କ ଇନଷ୍ଟାଗ୍ରାମ ରିଲରେ ଭାଗଲପୁରରେ ତାଙ୍କ ବାପା ଏବଂ କଂଗ୍ରେସ ପ୍ରାର୍ଥୀ ଅଜିତ ଶର୍ମାଙ୍କ ସହିତ ଏକ ଖୋଲା ଜିପରେ ପ୍ରଚାର…

Jagannath Temple Closed:ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ଆଜି ମାର୍ଗଶିର ମାସ କୃଷ୍ଣ ନବମୀ ତିଥି । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ…

କିଟ୍ ଡେଣ୍ଟାଲ କଲେଜକୁ ଚରକ ଜାତୀୟ ପୁରସ୍କାର

ଭୁବନେଶ୍ୱର: କ୍ଲିନିକାଲ୍ ଉତ୍କର୍ଷତା ନିମନ୍ତେ ଇଣ୍ଡିଆନ୍ ଡେଣ୍ଟାଲ ଆସୋସିଏସନ (ଆଇଡ଼ିଏ) ପକ୍ଷରୁ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନସେସ୍‌ (କିଡ଼ସ୍‌)କୁ ଜାତୀୟ ଚରକ ପୁରସ୍କାର ପ୍ରଦାନ କରାଯାଇଛି। ଆଇଡ଼ିଏ ପକ୍ଷରୁ ଗତ ୮ରେ ମୁମ୍ବାଇରେ ଅନୁଷ୍ଠିତ ଏକ ଉତ୍ସବରେ କିଡ଼ସ୍‌କୁ ଏହି…

ରାଜ୍ୟରେ ବଢୁଛି ଶୀତ ଲହରୀ, ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବଢିବ ଯୋଗୁ ସାରା ରାଜ୍ୟରେ ପାରଦ ସ୍ତର ହଠାତ୍ ହ୍ରାସ ପାଇଛି। ରାଜଧାନୀରେ ସ୍ୱାଭାବିକ ଠାରୁ ୧୪.୧°C ରହିଥିଲା। ଯାହା ସ୍ୱାଭାବିକ ଠାରୁ ୫.୩°C କମ୍ ରେକର୍ଡ କରାଯାଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ସୂଚନା ଦେଇଛି। ଚଳିତ ଋତୁରେ…

ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ: ଏକତା ପଦଯାତ୍ରା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାରା ଭାରତବର୍ଷରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଏକତା ବର୍ଷ ପାଳନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାଲେଶ୍ୱରର ନୀଳଗିରି ଠାରେ ଏକତା ପଦଯାତ୍ରାର ଉଦଘାଟନ କରିଛନ୍ତି। ଏହି ଅବସରରେ ନୀଳଗିରି ଠାରୁ ମିତ୍ରପୁର ପର୍ଯ୍ୟନ୍ତ…

Turkey Link In Delhi Blast: ଦିଲ୍ଲୀ ବିସ୍ଫୋରଣ ପଛରେ ତୁର୍କୀ ହାତ?

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣକୁ ଆତଙ୍କୀ କାର୍ଯ୍ୟ ଘୋଷଣା...ଡିଏନଏ ଟେଷ୍ଟରେ ଡାକ୍ତର ଉମରର ମିଳିଲା ପରିଚୟ...ହେଲେ ଡାକ୍ତର ଉମର ପଛରେ କିଏ?...ଶତ୍ରୁ ଦେଶ ପାକିସ୍ତାନ ଲିଙ୍କ ଖୋଳୁ ଖୋଳୁ ବାହାରିଲା ଚାଞ୍ଚଲ୍ୟ ତଥ୍ୟ... ସୋମବାର ସନ୍ଧ୍ୟାରେ ଦିଲ୍ଲୀର ଲାଲକିଲ୍ଲା ନିକଟରେ ଏକ ଧଳା…

ଟକସ ଫାଙ୍କି ଓ ବିନା ପରମିଟ୍‌ରେ ପୁରୀ-କଲିକତା ମଧ୍ୟରେ ଚାଲୁଥିଲା ବସ୍, ପରିବହନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ନା ଥିଲା ପରମିଟ, ନା ଦେଉଥିଲେ ଟିକସ। ସରକାରଙ୍କୁ ରାଜ୍ୟ ବସ୍ କଥା କହି ଭୁଆଁ ବୁଲାଉଥିଲେ କଲିକତା ବସ। ଆଉ ଏଭଳି କିଛି ବସକୁ ଜବତ କରି ଫାଇନ ପକେଇଛି ପରିବହନ ବିଭାଗ। ଟିକସ ଫାଙ୍କି ଓ ପରମିଟ୍ ନିୟମ ଉଲ୍ଲଙ୍ଘନ ବିରୋଧରେ STA, Odisha ଓ RTO ମାନଙ୍କ ଦ୍ୱାରା ସ୍ୱତନ୍ତ୍ର…

Police SI Exam Scam: ପୋଲିସ SI ଚାକିରି କେଳେଙ୍କାରୀ: ସିବିଆଇ ତଦନ୍ତ ଆରମ୍ଭ

ଭୁବନେଶ୍ୱର: ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲା । ବିଜ୍ଞପ୍ତି ପ୍ରକାଶ ପରେ ମାମଲା ରୁଜୁ କରିଛି ସିବିଆଇ। ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ ଗଠନ ହେଲା। ଟିମରେ ଅଛନ୍ତି ୧୨ରୁ ଅଧିକ ସିବିଆଇ ଅଧିକାରୀ। ଜଣେ ଅତିରିକ୍ତ ଏସ୍‌ପିଙ୍କୁ ଦିଆଯାଇଛି ତଦନ୍ତ ଭାର। ଅତିରିକ୍ତ ଏସପିଙ୍କ ନେତୃତ୍ବରେ ଗଠନ…

Delhi Blast: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ରହିଛି କି ଓଡ଼ିଶା ଲିଙ୍କ୍‌? ଖୁବଶୀଘ୍ର ଓଡ଼ିଶା ଆସିବ NIA ଟିମ୍

ଭୁବନେଶ୍ୱର: ଦିଲ୍ଲୀରେ ବିସ୍ଫୋରଣ ଘଟଣାରେ ରହିଛି ଓଡ଼ିଶା ଲିଙ୍କ୍। ଓଡ଼ିଶାରେ ଆତଙ୍କୀ ମୁଜାମିଲ୍ ସକିଲର ସମ୍ପର୍କ ରହିଛି। ଜେରା ବେଳେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ତଦନ୍ତକାରୀ ଟିମ୍‌ ହାତରେ ଲାଗିଛି। ମୁଜାମିଲର ହ୍ୱାଟ୍ସଆପରେ ଯାଞ୍ଚ ବେଳେ ଓଡ଼ିଶାର କିଛି ନମ୍ବର ସହ ମେସେଜ୍‌ରେ କଥାବାର୍ତ୍ତା…