ପୂର୍ବଥର ପରି ସରକାରଙ୍କ କ୍ରିକେଟ ମ୍ୟାଚ ପାଇଁ ପ୍ରସ୍ତୁତି ଓ ରିଭିୟୁ ବୈଠକ ପ୍ରହସନ ନହେଉ: ବିଜେଡି
ଭୁବନେଶ୍ୱର: ଆସନ୍ତା ଡିସେମ୍ୱର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଯାଉଥିବା ଟି୨୦ କ୍ରିକେଟ ମ୍ୟାଚରେ ସୁରକ୍ଷା ବ୍ୟବସ୍ଥା ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା ।…