Free Bus service for school: ରାଜ୍ୟରେ ସ୍କୁଲ୍ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା
ଭୁବନେଶ୍ବର: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ କଲେ ସରକାର । ଏ ନେଇ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି…