Latest Odisha News

BREAKING NEWS

ମହାନଦୀରେ ବୋଇତ ରେସ୍; ସାମୁଦ୍ରିକ ଐତିହ୍ୟ ପାଳୁଛି ଓଡ଼ିଶା

କଟକ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହାନଦୀ ବୋଇତା ଦୌଡ଼ ପ୍ରତିଯୋଗିତା ୨୦୨୫କୁ ଶୁଭାରମ୍ଭ କରିଥିଲେ। ଏହାସହିତ ମହାନଦୀର ଶାନ୍ତ ଜଳରାଶିରେ ରୋମାଞ୍ଚକର ଦୁଇ ଦିନିଆ ବୋଇତ ଦୌଡ଼ ପ୍ରତିଯୋଗିତା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଦ୍ୱାରା କଟକ…

ଗାଙ୍ଗୁଲି କହିଲେ ପିଚକୁ ନେଇ ନୀତିଶିକ୍ଷା ପାଇ ସାରିଛି ଟିମ ଇଣ୍ଡିଆ

କୋଲକାତା: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ ପରେ ଏବେ ଟିମ ଇଣ୍ଡିଆ ଘରୋଇ ପରିବେଶରେ ଦକ୍ଷିଣ ଆଫ୍ରିକାକୁ ଭେଟିବାକୁ ଯାଉଛି । ୱାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପରେ ସୁବିଧାଜନକ ସ୍ଥିତି ପାଇଁ ଏହି ସିରିଜକୁ ଭାରତକୁ ଗୁରୁତ୍ୱ ସହକାରେ ନେଉଛି । ନଭେମ୍ବର ୧୪ରୁ ଇଡେନଗାର୍ଡେନରେ ପ୍ରଥମ ଟେଷ୍ଟ ଖେଳାଯିବ ।…

ମୃତ୍ୟୁ ଗୁଜବ ମଧ୍ୟରେ ହସ୍ପିଟାଲରୁ ଡିସଚାର୍ଜ ହେଲେ ଅଭିନେତା ଧର୍ମେନ୍ଦ୍ର

ମୁମ୍ବାଇ: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର ନିଶ୍ୱାସ ପ୍ରଶ୍ଵାସ ନେବାରେ ସମସ୍ୟା ଅନୁଭବ କରିବା ପରେ ନଭେମ୍ବର ୧ ରେ ତାଙ୍କୁ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଯାହା ପରେ ତାଙ୍କ ମୃତ୍ୟୁକୁ ନେଇ ଗୁଜବ ସୃଷ୍ଟି ହୋଇଥିଲା। ତେବେ ୮୯ ବର୍ଷୀୟ ଏହି ବରିଷ୍ଠ…

Bomb Blast: ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼, ୩ ଗୁରୁତର ମେଡିକାଲରେ ଭର୍ତ୍ତି

ନୟାଗଡ଼: ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼। ଏହି ଘଟଣା ନୟାଗଡ଼ରେ ଚାଞ୍ଚଲ୍ୟ ଖେଳାଇଦେଇଛି। ଏହି ଘଟଣାରେ ୩ ଗ୍ରାମବାସୀ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏହି ଘଟଣାରେ ଜଣଙ୍କୁ କାବୁ କରିଛନ୍ତି ଗ୍ରାମବାସୀ। ନୟାଗଡ଼ ଟାଉନ ଥାନା ସୋଲପଟା ଗାଁରେ ଏଭଳି ଘଟଣା ଘଟିଥିବା…

ଶ୍ରୀମନ୍ଦିରରେ ପ୍ରଥମାଷ୍ଟମୀ

ପୁରୀ: ଆଜି ପ୍ରଥମାଷ୍ଟମୀ। ଓଡ଼ିଆ ଘରର ଆଉ ଏକ ପରମ୍ପରା। ଆଜିର ଦିନରେ ଘରେ ଘରେ ହଳଦୀ ପତ୍ରରେ ତିଆରି ଏଣ୍ଡୁରୀ ପିଠାର ମହକ। ବାପା-ମାଆଙ୍କ ପ୍ରଥମ ସନ୍ତାନ ନୂଆ ପିନ୍ଧି ପୋଢୁଆ ହେଉଛନ୍ତି। ଘରର ଜ୍ୟେଷ୍ଠଙ୍କୁ ବନ୍ଦାପନା କରାଯାଉଛି। ଶ୍ରୀମନ୍ଦିରରେ ପୋଢୁଆଁ ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ।…

Delhi Blast: ଦିଲ୍ଲୀ ବ୍ଲାଷ୍ଟ ଘଟଣାରେ ଆସିଲା ସାଂଘାତିକ ତଥ୍ୟ: ଆତ୍ମଘାତୀ ନୁହେଁ, ଆକସ୍ମିକ ଥିଲା ବିସ୍ଫୋରଣ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣକୁ ନେଇ ସାମ୍ନାକୁ ଆସିଲା ସଂଘାତିକ ତଥ୍ୟ । ଏହି ବିସ୍ଫୋରଣ ଆତ୍ମଘାତୀ ନଥିଲା। ବିସ୍ଫୋରକ ନେଇ ଯାଉଥିବା ସମୟରେ ଭୁଲ୍ ବଶତଃ ବିସ୍ଫୋରଣ ଘଟିଥିଲା ବୋଲି ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଛି। ଜାତୀୟ ଖବର ସରବରାହ ସଂସ୍ଥା ଏଏନଆଇ ସହ ଅନ୍ୟ ଜାତୀୟ ଗଣମାଧ୍ୟମରେ ଏ…

ବଡ଼ବିଲରେ ଏଏମ୍/ଏନ୍ଏସ୍ ଇଣ୍ଡିଆ ଦ୍ୱାରା ଆଦର୍ଶ ଅଙ୍ଗନୱାଡ଼ି କେନ୍ଦ୍ର ଉଦଘାଟିତ

ବଡ଼ବିଲ: ଆର୍ସଲର ମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ) ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍ ) ପ୍ରକଳ୍ପ 'ପଢ଼େଗା ଭାରତ'ର ଏକ ଅଂଶ ଭାବରେ ବଡ଼ବିଲର ଡାଲକି ମୁଣ୍ଡା ସାହିରେ ଏକ ଆଦର୍ଶ ଅଙ୍ଗନୱାଡ଼ି କେନ୍ଦ୍ର ଉଦଘାଟନ କରିଛି। ଏହି ନବୀକୃତ କେନ୍ଦ୍ରଟି…

ପୋଲିସ SI ମହାଘୋଟାଲା: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ସମେତ ୬ଜଣଙ୍କ ଜାମିନ ଆବେଦନ

ଭୁବନେଶ୍ୱର: ଓଡ଼ିଶା ପୋଲିସ ଏସ୍‌ଆଇ କେଳେଙ୍କାରୀ ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି(୩୨) ସମେତ ୬ଜଣ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହାର ଶୁଣାଣି ୧୩ ତାରିଖରେ ହେବ ବୋଲି ଜଣାଯାଇଛି।…

List Of Government Holidays: ପ୍ରକାଶ ପାଇଲା ୨୦୨୬ ବର୍ଷ ପାଇଁ ସରକାରୀ ଛୁଟି ତାଲିକା, ଜାଣନ୍ତୁ କେତେଦିନ ମିଳିବ…

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପାକ୍ଷରୁ ଆସନ୍ତା ୨୦୨୬ କ୍ୟାଲେଣ୍ଡର ବର୍ଷ ପାଇଁ ପ୍ରକାଶ ପାଇଲା ଛୁଟି ତାଲିକା। ନିଜ କର୍ମଚାରୀଙ୍କ ପାଇଁ ସରକାରୀ ଛୁଟି ଏବଂ ଇଚ୍ଛାଧୀନ ଛୁଟି ତାଲିକା ପ୍ରକାଶ କରିଛନ୍ତି। ଏଥିରେ ବିଭିନ୍ନ ପୂଜା ପାର୍ବଣ ସହିତ ଜାତୀୟ ଦିବସ ଆଦିକୁ ମିଶାଇ ମୋଟ ୨୯ଟି ସରକାରୀ…

ଲାଲକିଲ୍ଲା କାର୍ ବିସ୍ଫୋରଣ ଘଟଣା; ମୃତକଙ୍କ ପରିବାରକୁ ୧୦ ଲକ୍ଷ କ୍ଷତିପୂରଣ ଘୋଷଣା

ନୂଆଦିଲ୍ଲୀ: ଲାଲକିଲ୍ଲାରେ କାର୍ ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଆତଙ୍କବାଦୀ ଆକ୍ରମଣରେ ପ୍ରଭାବିତ ପରିବାର ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଏହି କଷ୍ଟକର ସମୟରେ ଦିଲ୍ଲୀ ସରକାର…