Winter In Odisha: ରାଜ୍ୟରେ କଲବଲ କରିବ ଶୀତ; ଆହୁରି ୩ ଡିଗ୍ରୀ ଖସିବ ପାରଦ
ଭୁବନେଶ୍ୱର: ଓଡ଼ିଶାରେ ଶୀତ ଲହରୀ ବୃଦ୍ଧି ପାଉଥିବା ବେଳେ ଆଗାମୀ ଦିନରେ ଆହୁରି କଲବଲ କରିବ ଶୀତ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୨-୩°C ହ୍ରାସ ପାଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି।
ସେହିଭଳି ଝାରସୁଗୁଡ଼ା, କନ୍ଧମାଳ ଓ…