SCB ମେଡିକାଲରେ ହାଇଡ୍ରାମା; ପାଣିଟାଙ୍କିରୁ ଡେଇଁ ପଡ଼ିଲେ ଯୁବକ
କଟକ: କଟକ ସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ଥିବା ଏକ ପାଣି ଟାଙ୍କି ଉପରୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣାକୁ ନେଇ ଦୀର୍ଘ ସମୟ ଧରି ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲା।
ମିଳିଥିବା ସୂଚନା ଅନୁଯାୟୀ, ଟାଙ୍କି ଉପରେ ଦୀର୍ଘ ସମୟ…