Latest Odisha News

BREAKING NEWS

ସରକାରୀ ଟଙ୍କାରେ ବାବରୀ ମସଜିଦ ନିର୍ମାଣ କରିବାକୁ ଚାହୁଁଥିଲେ ନେହେରୁ, କିନ୍ତୁ ଏହି ନେତା ବାଧା ଦେଇଥିଲେ

ଗାନ୍ଧୀନଗର: ଏବେ ଇତିହାସକୁ ନେଇ ଚାଲିଛି ରାଜନୀତି। ଗତ କିଛି ଦିନ ହେବ ମନ୍ଦିର-ମସଜିଦ ରାଜନୀତି ଉଷ୍ମ ହେବାରେ ଲାଗିଛି। ଗୁଜୁରାଟର ବଡୋଦାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ବାବରୀ ମସଜିଦ ଏବଂ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଭୂମିକା ବିଷୟରେ ଅନେକ…

ଟିଏସ୍‌ଏମ୍‌ ପକ୍ଷରୁ ଏନ୍‌ଏଚ୍‌-୫୫ର କଣ୍ଟାବଣିଆଠାରେ ଆଲୋକୀକରଣ ବ୍ୟବସ୍ଥାର ଲୋକାର୍ପଣ

ମେରାମଣ୍ଡଳୀ: ଟାଟା ଷ୍ଟିଲ୍ ମେରାମଣ୍ଡଳୀ (ଟିଏସ୍‌ଏମ୍‌) ପକ୍ଷରୁ ୫୫ ନମ୍ବର ଜାତୀୟ ରାଜପଥର କଣ୍ଟାବଣିଆଠାରେ ଆଲୋକୀକରଣ ପ୍ରକଳ୍ପର ଲୋକାର୍ପଣ ଓ ସରପା ଗ୍ରାମ ପୋଖରୀର ପୁନରୁଦ୍ଧାର କାର୍ଯ୍ୟର ଶିଳାନ୍ୟାସ କରାଯାଇଛି। ଏହି ଦୁଇ ପ୍ରକଳ୍ପ ଯୋଗୁ କାରଖାନା ପାରିପାର୍ଶ୍ଵିକ ଅଞ୍ଚଳରେ ସଡ଼କ…

ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ (DMF) ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି…

ଫାଇରିଂ କରିଦେବି କହି ଅଡୁଆରେ ବିଜେଡି ନେତା ପ୍ରଦୀପ ମାଝୀ…ଥାନାରେ ଏତଲା

ନବରଙ୍ଗପୁର:ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ଏତଲା । ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ନବରଙ୍ଗପୁର ଜିଲ୍ଲାପାଳଙ୍କ ସମ୍ମୁଖରେ ଫାୟରିଂ କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ମାମଲା ଦାୟର କରିଛନ୍ତି ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲକା…

Illegal Bangladeshi: ବିଳମ୍ବିତ ରାତିରେ ବାଂଲାଦେଶୀ ସନ୍ଦେହରେ ପୋଲିସର ଚଢ଼ାଉ;୨୧ ସନ୍ଦିଗ୍ଧ ଅଟକ

ଜଗତସିଂହପୁର: ଜଗତସିଂହପୁର ପୋଲିସ ପକ୍ଷରୁ ବିଳମ୍ବିତ ରାତିରେ ଜୋର୍‌ଦାର ଚଢ଼ଉ । ରାତିରେ ତରିକୁନ୍ଦ ହାଇସ୍କୁଲ ପଛପାଖ ଦରିଆପୁର ବସ୍ତିରେ ପୋଲିସ ଚଢ଼ଉ କରି ୨୧ ଜଣ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଛି । ଏହି ବସ୍ତିରେ ଥିବା ମଦ୍ରାସାରେ କିଛି ବାଂଲାଦେଶୀ ରହୁଥିବା ଖବର ମିଳିବା ପରେ ପୋଲିସ ଚଢାଉ…

ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ

ଭୁବନେଶ୍ୱର: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ବୁଧବାର ଅପରାହ୍ନ ୩.୩୦ରେ ବାର୍ଷିକ ଯୁକ୍ତ ୨ ପରୀକ୍ଷା ୨୦୨୬ ପାଇଁ କାର୍ଯ୍ୟସୂଚୀ ପ୍ରକାଶ କରିବାକୁ ଯାଉଛି। ଫେବୃଆରୀ ୧୫ ରୁ ୨୫ ମଧ୍ୟରେ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ଚାରୋଟି ଷ୍ଟ୍ରିମର ଛାତ୍ରଛାତ୍ରୀଙ୍କ…

ରାଜ୍ୟରେ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି ଗଠିତ; ନଜର ରଖିବେ ୫…

ଭୁବନେଶ୍ୱର: ରାଜ୍ୟର ଶାସନ ଆଧୁନିକୀକରଣ ଏବଂ ଏହାର ଦକ୍ଷତା ବୃଦ୍ଧି କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ଉଚ୍ଚସ୍ତରୀୟ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି (CAGR) ଗଠନ କରିଛନ୍ତି। ଏହି ପଦକ୍ଷେପ ଓଡ଼ିଶା ଭିଜନ ୨୦୩୬ ଏବଂ ୨୦୪୭ ସହିତ ସମନ୍ୱିତ ଅଟେ ବୋଲି ଜଣା ପଡ଼ିଛି। ତେବେ…

ଅଚ୍ୟୁତ ସାମନ୍ତଙ୍କ ପୁସ୍ତକ ‘ମୋ ମା ମୋ ପ୍ରେରଣା’ ଉନ୍ମୋଚିତ

ଭୁବନେଶ୍ବର: ଶିକ୍ଷାବିତ୍‍ ତଥା ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ସଦ୍ୟତମ ପୁସ୍ତକ ‘ମୋ ମା ମୋ ପ୍ରେରଣା' ସୋମବାର ଉନ୍ମୋଚିତ ହୋଇଯାଇଛି। ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୁସ୍ତକକୁ ଉନ୍ମୋଚନ କରିଥିଲେ। ଏହି ଅବସରରେ ଅଚ୍ୟୁତ ସାମନ୍ତଙ୍କ ଅନ୍ୟ…

ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ…

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ବିଜୁ ଜନତା ଦଳ (ବିଜେଡି)ର ମନ୍ମଥ ରାଉତରାୟ ଏକ ମାମଲା ରୁଜୁ କରିଛନ୍ତି। ମାନହାନି ମନ୍ତବ୍ୟ ଦେଇଥିବା ଅଭିଯୋଗରେ ତାଙ୍କ ବିରୋଧରେ ସେ ମାମଲା ରୁଜୁ କରିଛନ୍ତି। ମୁଖ୍ୟମନ୍ତ୍ରୀ ନିକଟରେ ଏକ ସାଧାରଣ ସଭାରେ ଭାଷଣ ଦେବା…

Escape System: ଡିଆରଡିଓର ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ: ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ସଫଳତାର ସହ ଏକ ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ହାଇ-ସ୍ପିଡ୍ ସଫଳ ପରୀକ୍ଷଣ କରିଛି । ଏହି ପରୀକ୍ଷଣର ସଫଳ ପରିଚାଳନା ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ DRDO, IAF, ADA, HAL ଏବଂ ଶିଳ୍ପକୁ ଅଭିନନ୍ଦନ ଜଣାଇଛନ୍ତି ।…