ବାଂଲାଦେଶକୁ ଆଇସିସିର ୨୪ ଘଣ୍ଟିଆ ଡେଡ୍ଲାଇନ୍
ନୂଆଦିଲ୍ଲୀ: ବାଂଲାଦେଶକୁ ଆଇସିସିର ୨୪ ଘଣ୍ଟିଆ ଡେଡ୍ଲାଇନ୍। ଆସନ୍ତା T-20 ବିଶ୍ବକପ୍ରେ ଭାଗ ନେବା ନେଇ ଡେଡ୍ଲାଇନ୍ ଦେଇଛି କ୍ରିକେଟ ପରିଷଦ। ଭାରତରୁ ମ୍ୟାଚ୍ ସ୍ଥାନାନ୍ତର ନେଇ ବାଂଲାଦେଶର ଦାବିକୁ ପ୍ରତ୍ୟାଖ୍ୟାନ କରାଯାଇଛି। ଏପରିକି ୨୪ ଘଣ୍ଟାରେ ନ ଜଣାଇଲେ ବାଂଲାଦେଶ ସ୍ଥାନରେ…