ମହୋଦଧିରୁ ଉଦ୍ଧାର ହେଲେ ମହାପ୍ରଭୁ, ସବୁଠି ନିନ୍ଦା…
ପୁରୀ: କୋଟି ଓଡିଆଙ୍କ ମଉଡମଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ବେଳାଭୂମିରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଵାରେ ଲାଗିଛି। ଯାହା କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି।
ଏହା ପୁରୀ ବେଳାଭୂମିର ଦୃଶ୍ୟ ବୋଲି…