Puri Police: ଶ୍ରୀମନ୍ଦିରରେ ପଞ୍ଚୁକରେ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ପୁରୀ ପୋଲିସର ବ୍ୟାପକ ବ୍ୟବସ୍ଥା
ପୁରୀ: ରାତି ପାହିଲେ ଶ୍ରୀମନ୍ଦିରରେ ହେବ ପଞ୍ଚୁକ ନୀତି । ଏହି ସମୟରେ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କେନ୍ଦ୍ରାଞ୍ଚଳ ଡିଆଇଜି ଏବଂ ପୁରୀ ଏସପିଙ୍କ ତତ୍ତ୍ଵାବଧାନରେ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନେଇ ସମୀକ୍ଷା ବୈଠକ କରାଯାଇଛି ।…