ଏଣିକି ୪୪ ତହସିଲ ଅଫିସରେ ଜମି କିଣାବିକା…
ଭୁବନେଶ୍ୱର: ଜମି ପଞ୍ଜିକରଣ ସେବାକୁ ଆହୁରି ସରଳ ଓ ସୁବିଧାଜନକ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ତହସିଲ କାର୍ଯ୍ୟାଳୟରେ ଜମି କ୍ରୟ ଏବଂ ବିକ୍ରୟ ସୁବିଧାର ଶୁଭାରମ୍ଭ କରିଛନ୍ତି।
ଏହି ନୂତନ ଯୋଜନା ଦ୍ବାରା ଲୋକମାନେ ସହଜରେ ଅନଲାଇନରେ ସ୍ଲଟ୍ ବୁକ୍ କରି ତହସିଲ…