୮କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ; ଅଧ୍ୟାପକଙ୍କ ବିରୋଧରେ ସର୍ବାଧିକ
ଭୁବନେଶ୍ବର: ୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ଏନେଇ ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଗୃହରେ ଉତ୍ତର ରଖିଛନ୍ତି ।
ମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, ରାଜ୍ୟର ୮ଟି କଲେଜରୁ ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ…