ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା: ଓଡ଼ିଶାକୁ ମିଳିଲା ସ୍ୱର୍ଣ୍ଣ ପଦକ
ଭୁବନେଶ୍ୱର: ନୂଆଦିଲ୍ଲୀରେ ଆୟୋଜିତ ଭାରତ ଆନ୍ତର୍ଜାତିକ ବାଣିଜ୍ୟ ମେଳା-୨୦୨୫ରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର କରି ଗୋଲ୍ଡ ମେଡାଲ ହାସଲ କରିଛି। ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱତନ୍ତ୍ର ପୁରସ୍କାର ପ୍ରଦାନ ଅବସରରେ ଭାରତ ବାଣିଜ୍ୟିକ ପ୍ରୋତ୍ସାହନ ସଂଗଠନ (India Trade Promotion…