Latest Odisha News

BREAKING NEWS

ଘୋଷଣା ହେଲା ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬, ଜାଣନ୍ତୁ ଓଡ଼ିଶାରୁ କିଏ ପାଇବେ…

ଭୁବନେଶ୍ୱର: ଚଳିତ ବର୍ଷର ମର୍ଯ୍ୟାଦାଜନକ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାର ଦୁଇ ଜଣ ଶିକ୍ଷକଙ୍କୁ ମନୋନୀତ କରାଯାଇଛି। ଏନେଇ ଶିକ୍ଷା ମନ୍ତ୍ରଣାଳୟ ଘୋଷଣା କରିଛି। ମନୋନୀତ ଦୁଇ ଶିକ୍ଷକ ହେଉଛନ୍ତି ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟର ମହମ୍ମଦ ଜାଫର…

ପାରାଦୀପରେ ବଡ଼ ଅଘଟଣ; ମଝି ସମୁଦ୍ରରେ ବୁଡ଼ିଲା ଜାହାଜ, ୨୪ ଜଣଙ୍କୁ ଖୋଜୁଛି… 

ପାରାଦୀପ: ପାରାଦୀପ ଉପକୂଳରେ ଶନିବାର ଦିନ ପାନାମା ପତାକାଯୁକ୍ତ ଏକ କାର୍ଗୋ ଜାହାଜ ସମୁଦ୍ର ମଝିରେ ବୁଡ଼ିଯାଇଛି। ମାଲବାହୀ ଜାହାଜ M/V ଓସେନ୍ ୱିନର ଲୁହା ପଥର ନେଇ ଯାଉଥିଲା। ଏଥିରେ ୨୪ ଜଣ କ୍ରୁ ସଦସ୍ୟ ଥିଲାବେଳେ, ସେମାନଙ୍କ ମଧ୍ୟରୁ ଅଧିକାଂଶ ଚୀନ୍ ନାଗରିକ ବୋଲି ସୂଚନା ମିଳିଛି।…

ହାଣ୍ଡିଆ ଦେଇ ସାଇବର ଠକ ଖୋଲୁଛନ୍ତି ମ୍ୟୁଲ୍ ଆକାଉଣ୍ଟ;ଜଣେ ଗିରଫ

ଭୁବନେଶ୍ବର: ହାଣ୍ଡିଆ ପିଆଇ ଲୋକଙ୍କଠାରୁ ଭଡ଼ାରେ ନେଉଛନ୍ତି ବ୍ୟାଙ୍କ ଆକାଉଣ୍ଟ ସାଇବର ଠକ। ମ୍ୟୁଲ୍ ଆକାଉଣ୍ଟରେ ଆସୁଛି ସାଇବର ଠକେଇ ଟଙ୍କା । ଆକାଉଣ୍ଟ ଖୋଲିଦେଇ ମୋଟା ଅଙ୍କର କମିଶନ ନେଉଛନ୍ତି ଠକଙ୍କ ସହଯୋଗୀ। ଏଭଳି ଏକ ଠକକୁ ଧରିଛି ପୋଲିସ । ମୟୂରଭଞ୍ଜରୁ ମୁଲ୍ ଆକାଉଣ୍ଟ ଚଳାଉଥିବା…

ବାଇକ୍‌ରେ ଯିବାବେଳେ ଓଢ଼ଣୀ ପାଇଁ ଗଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ: ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁଁ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି । ସୂଚନାଥାଉକି, ଝରିଗାଁ ଗ୍ରାମର ଶିବ ରାମ ପାଢ଼ୀ ଏବଂ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ପାତ୍ର(୩୧) ଏକ ବାଇକ୍‌ ଯୋଗେ ଘରୁ E-KYC କରିବା…

ଯୋଗୀ, ଅଖିଳେଶଙ୍କୁ ବୁଲେଟପ୍ରୁଫ୍ ଜ୍ୟାକେଟ୍; ଜାଣନ୍ତୁ କେତେ ଦାମ୍…

ନୂଆଦିଲ୍ଲୀ: ୨୦୨୭ ବିଧାନସଭା ନିର୍ବାଚନକୁ ନେଇ ଉତ୍ତର ପ୍ରଦେଶରେ ରାଜନୀତି ସରଗରମ ହୋଇପଡ଼ିଛି। ଏହାରି ମଧ୍ୟରେ ରାଜ୍ୟର ପ୍ରମୁଖ ନେତାମାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏହି ପଦକ୍ଷେପର ଅଂଶ ସ୍ୱରୂପ ୫୨ ଜଣ ବରିଷ୍ଠ ନେତାଙ୍କୁ ବୁଲେଟପ୍ରୁଫ୍ ଜ୍ୟାକେଟ୍ ଯୋଗାଇ…

EAM Jaishankar to meet Lavrov in Moscow:ଜୟଶଙ୍କରଙ୍କ ୨ଦିନିଆ ମସ୍କୋ ଗସ୍ତ;ପ୍ରତିପକ୍ଷ ଲାଭରୋଭଙ୍କୁ ଭେଟିବେ;ଏହି…

ନୂଆଦିଲ୍ଲୀ:ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଗଷ୍ଟ ୨୩ ଏବଂ ୨୪ ତାରିଖରେ ଋଷିଆ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ସେ IRIGC-TEC ର ୨୭ତମ ଅଧିବେଶନର ସହ-ଅଧ୍ୟକ୍ଷତା କରିବେ ଏବଂ ଋଷିଆର ନିଜ ସମକକ୍ଷ ସର୍ଗେଇ ଲାଭରୋଭଙ୍କ ସହ ମଧ୍ୟ ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।…

ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗ, ସରକାରୀ ଡ୍ରାଇଭିଂ ଟ୍ରେନିଂ ସ୍କୁଲର ପୂର୍ବତନ ଅଧ୍ୟକ୍ଷ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଏକ ଆୟ ବର୍ହିଭୂତ ସମ୍ପତ୍ତି ମାମଲାରେ ଭୁବନେଶ୍ୱରର ସରକାରୀ ଡ୍ରାଇଭିଂ ଟ୍ରେନିଂ ସ୍କୁଲର ପୂର୍ବତନ ଅଧ୍ୟକ୍ଷଙ୍କୁ ଦୋଷୀ ସାବ୍ୟସ୍ତ କରିଛି। ଭୁବନେଶ୍ୱର ସରକାରୀ ଡ୍ରାଇଭିଂ ତାଲିମ ବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଭାକର ବେହେରା ଯିଏ କି ଚାକିରିରୁ ଅବସର…

Pahalgam Terror Attack: ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦକୁ ସମନ କରିବ NIA

ନୂଆଦିଲ୍ଲୀ: ଲସ୍କର-ଏ-ତୈବା (LeT) ମୁଖ୍ୟ ତଥା କୁଖ୍ୟାତ ଆତଙ୍କବାଦୀ ହାଫିଜ୍ ମହମ୍ମଦ ସୟିଦକୁ ସମନ କରିବ NIA। ୨୦୨୫ ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ମାମଲାରେ ଭାରତ ଆଇନଗତ କାର୍ଯ୍ୟାନୁଷ୍ଠାନକୁ ତୀବ୍ର କରିଛି। ଏକ ସ୍ୱତନ୍ତ୍ର କୋର୍ଟ ଦ୍ୱାରା ଜାରି ହୋଇଥିବା ଜାମିନବିହୀନ ୱାରେଣ୍ଟ ପରେ…

ରକ୍ତ ପରୀକ୍ଷା ପାଇଁ ଆଉ ଘଣ୍ଟାଘଣ୍ଟା ଠିଆ ହେବେ ନାହିଁ ରୋଗୀ; କରାଯିବ ଟୋକୋନ୍ ବ୍ୟବସ୍ଥା

ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ରକ୍ତ ପରୀକ୍ଷା ପାଇଁ ଆଉ ଧାାଡିରେ ଘଣ୍ଟା ଘଣ୍ଟା ଠିଆ ହେବାକୁ ପଡ଼ିବ ନାହିଁ । ସେଥିପାଇଁ ପାଥୋଲୋଜି ବିଭାଗରେ ନିର୍ମାଣ ଚାଲିଛି ସ୍ୱତନ୍ତ୍ର ରକ୍ତ ପରୀକ୍ଷା ୟୁନିଟ୍ । ସେଠାରେ ପ୍ରାୟ ୨୫୦ରୁ ଅଧିକ ରୋଗୀଙ୍କୁ ବସିବା ପାଇଁ ଚୌକି ବ୍ୟବସ୍ଥା କରାଯିବ ।…

ଏହି ଦିନ ପରାଦକୁ ଆସିବ ‘ଦଣ୍ଡକାଳୀ-ଦ ଫ୍ଲେମ୍ ଅଫ ଜଷ୍ଟିସ’ , ରିଲିଜ ହେଲା ଫିଲ୍ମ ଟିଜର

ଭୁବନେଶ୍ବର:ଚଳିତବର୍ଷ ଗଣେଶ ପୂଜାରେ ମୁକ୍ତିଲାଭ କରିବ ସିନେକ୍ରାଫ୍ଟ ବ୍ୟାନରରେ ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ‘ଦଣ୍ଡକାଳୀ– ଦ ଫ୍ଲେମ୍ ଅଫ୍ ଜଷ୍ଟିସ୍’ । ପରମ୍ପରା ଓ ଆଧୁନିକ ସିନେମାର ମିଶ୍ରଣରେ ପ୍ରସ୍ତୁତ ଏହି ସିନେମା ଦଣ୍ଡନାଚର ପରମ୍ପରାକୁ ଦର୍ଶକଙ୍କ ପାଖରେ ପହଞ୍ଚାଇବ । ତେବେ ସିନେମା…