୬ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର
ଭୁବନେଶ୍ଵର: ଆଜି ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟସରକାର । ୬ ଜଣ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଇଛି । ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ଲୋପାମୁଦ୍ରା ମହାପାତ୍ର ।
ସେହିପରି,…