Odisha Contractors Protest: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ
ଭୁବନେଶ୍ବର: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘର ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ । ଫେବୃଆରୀ ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ ଚେତାବନୀ ଦେଇଛି ଠିକାଦାର ସଂଘ । ପ୍ରେସମିଟ୍ରେ ମିଳିତ ମଞ୍ଚ ଓଡ଼ିଶା ଠିକାଦାର ମହାସଂଘ ଏହି ଚେତାବନୀ ଦେଇଛି ।
ରାଜଧାନୀ…