ଗଞ୍ଜେଇ ମାଫିଆଙ୍କ ମରଣାନ୍ତକ ଆକ୍ରମଣରେ ପୋଲିସ ଗୁରୁତର; ୨୪ ଅଟକ
ଭୁବନେଶ୍ବର: ବୌଦ୍ଧ ଜିଲ୍ଲାର ହାଟଗାଁ ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ଆକ୍ରମଣରେ ପୋଲିସ କର୍ମଚାରୀ ଆହତ । ପୋଲିସର ଏକ ୫ ଜଣିଆ ସ୍ୱତନ୍ତ୍ର ଟିମ୍ ଗଞ୍ଜେଇ ଚାଷ ଓ କାରବାର ବିରୋଧରେ ଚଢ଼ାଉ କରିବାକୁ ଯାଇଥିବାବେଳେ ଗଞ୍ଜେଇ ମାଫିଆମାନେ ସେମାନଙ୍କ ଉପରେ ହଠାତ୍ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ।…