group clash: ଗୋଷ୍ଠୀ ସଂଘର୍ଷ ପରେ ଆସନ୍ତାକାଲି ସୁନ୍ଦରଗଡ଼ ସହରରେ ସବୁ ସ୍କୁଲ,କଲେଜ ବନ୍ଦ
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଆସନ୍ତାକାଲି ସହରର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ । ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି । ସମ୍ପୂର୍ଣ୍ଣ ସହରରେ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ ରହିବା ସହ BNSର ଧାରା ୧୬୩ ଲାଗୁ କରିଛି ପ୍ରଶାସନ ।…