ବାତ୍ୟା ପାଇଁ ୪୩ ଟ୍ରେନ ବାତିଲ କଲା ରେଳବାଇ
ଭୁବନେଶ୍ବର: ବାତ୍ୟା ଯୋଗୁଁ ପ୍ରଭାବିତ ହେବାକୁ ଥିବା ବିଭିନ୍ନ ରୁଟରେ ବାତିଲ ହେଲା ଟ୍ରେନ । ବାତ୍ୟାମୋନ୍ଥା'କୁ ଦୃଷ୍ଟିରେ ଆଗୁଆ ପଦକ୍ଷେପ ନେଇଛି ପୂର୍ବତଟ ରେଳ ବିଭାଗ । ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୪୩ଟି ଟ୍ରେନ ବାତିଲ କରାଯାଇଛି ।
ଆଜି(ସୋମବାର)ଠୁ ବୁଧବାର (ଅକ୍ଟୋବର ୨୯)…