କିମ୍ସ ଜାତୀୟ ସମ୍ମିଳନୀ ୨୦୨୫; ଡା ଶିବାନନ୍ଦ ମହାନ୍ତିଙ୍କୁ ପ୍ରଥମ ‘ହିରୋ’ ପୁରସ୍କାର
ଭୁବନେଶ୍ୱର: କିମ୍ସ ଜାତୀୟ କନକ୍ଲେଭର ଦ୍ୱିତୀୟ ସଂସ୍କରଣ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚିକିତ୍ସା, ଜନସ୍ୱାସ୍ଥ୍ୟ, ଜୈବଚିକିତ୍ସା ନବସର୍ଜନା, ସ୍ୱାସ୍ଥ୍ୟସେବା ନୀତି ଏବଂ ଚିକିତ୍ସା ଶିକ୍ଷା ଆଦି କ୍ଷେତ୍ରରୁ ଭାରତର ବହୁ ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ ଓ ବିଶେଷଜ୍ଞ ଯୋଗ…