୫ ବର୍ଷ ପରେ ଆଜିଠୁ ଆରମ୍ଭ ହେଲା ଭାରତ-ଚୀନ୍ ବିମାନ ସେବା
ନୂଆଦିଲ୍ଲୀ: ଆଜିଠାରୁ ଭାରତ-ଚୀନ ମଧ୍ୟରେ ଆରମ୍ଭ ହେଲା ସିଧା ବିମାନ ସେବା । ୫ ବର୍ଷ ପରେ ଦୁଇ ଦେଶ ମଧ୍ୟରେ ଆଜିଠୁ ଆରମ୍ଭ ହୋଇଛି ସିଧାସଳଖ ବିମାନ ସେବା । କୋଲକାତାରୁ ଉଡ଼ାଣ ଆରମ୍ଭ କରି ଗୁଆଙ୍ଗଝୋଉ ଯିବ ଇଣ୍ଡିଗୋ ବିମାନ । ନଭେମ୍ବର ୧୦ ତାରିଖରୁ ଦିଲ୍ଲୀ-ଗୁଆଙ୍ଗଝୋଉ ମଧ୍ୟରେ ପୁଣି ଉଡ଼ାଣ…