ଏରିୟର ବିଲ୍ କରାଇଦେବାକୁ ୪୭ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ଟ୍ରେଜେରି ଅଫିସ ପିଅନ
ଜୟପୁର: ଭିଜିଲାନ୍ସ ଜାଲରେ ଟ୍ରେଜେରି ଅଫିସର ପିଅନ । ପେନ୍ସନ୍ ବାବଦକୁ ଏରିୟର ବିଲ୍ କରାଇ ଦେବାକୁ ୪୭ ହଜାର ଟଙ୍କା ଲାଞ୍ଚ ନେଉିଥିବାବେଳେ, ଭିଜିଲାନ୍ସ ଜାଲରେ ଫସିଛନ୍ତି ଜୟପୁର ସରକାରୀ ଟ୍ରେଜେରି ଅଫିସର ଚତୁର୍ଥ ଶ୍ରେଣୀ କର୍ମଚାରୀ ହରିଶ୍ଚନ୍ଦ୍ର ମହାପାତ୍ର ।
ସୂଚନା ଅନୁଯାୟୀ, ଭରତ…