୨ ମହିଳା ଅଷ୍ଟ୍ରେଲୀୟ କ୍ରିକେଟରଙ୍କୁ ଅସଦାଚରଣ, ବାନ୍ଧିଲା ପୋଲିସ
ଇନ୍ଦୋର: ଅଷ୍ଟ୍ରେଲିଆର ଦୁଇଜଣ ମହିଳା କ୍ରିକେଟରଙ୍କ ସହ ଇନ୍ଦୋରରେ ଦୁର୍ବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, ଜଣେ ବାଇକ ଚାଳକ ଏହିପରି କାଣ୍ଡ କରିଥିବା କୁହାଯାଉଛି। ଖେଳାଳି ମାନେ ହୋଟେଲ ରାଡିସନ୍ ବ୍ଲୁ ରୁ ଏକ କାଫେକୁ ଯାଉଥିବା ସମୟରେ ଏହି ଘଟଣା ଘଟିଥିବା ନେଇ ସୂଚନା…