ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ
ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି।ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଏହାର ପ୍ରଭାବରେ ୨୭ରୁ ୨୯ ତାରିଖ ୩ ଦିନ…