Latest Odisha News

BREAKING NEWS

ସମ୍ଭାବ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜଳଭଣ୍ଡାର ସ୍ଥିତି ଅନୁଧ୍ୟାନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଶୁକ୍ରବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ସ୍ଥିତି…

ରାଜ୍ୟରେ ଖାଲିପଡ଼ିଥିବା ୪୨୧୯ କନଷ୍ଟେବଳ ପଦକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ ଖାଲିପଡ଼ିଥିବା ୪୨୧୯ କନଷ୍ଟେବଳ ପଦ ଏବେ ସିଧାସଳଖ ପୂରଣ ହେବ । ଏନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏ ସଂକ୍ରାନ୍ତରେ ଗୃହବିଭାଗ ଉପସଚିବ ତରୁଣ କୁମାର ପଣ୍ଡା ପୋଲିସ ମହାନିର୍ଦ୍ଦେଶକ ଏବଂ ଆଇଜିଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି । କନଷ୍ଟେବଳ…

ପର୍ଯ୍ୟଟନ ଋତୁରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପୁରୀ ପୋଲିସର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ପୁରୀ: ଆସୁଛି ପର୍ଯ୍ୟଟନ ଋତୁ ଏହାକୁ ଦୃଷ୍ଟିରେ ରଖି, ପୁରୀ ପୋଲିସ ପକ୍ଷରୁ ସମସ୍ତ ହୋଟେଲ ମାଲିକ, ପରିଚାଳକ ଓ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ପାଇଁ ଏକ ବିସ୍ତୃତ ବୈଠକ କରାଯାଇଛି । ପୁରୀ ସହର ଓ ସମୁଦ୍ରତଟ ଅଞ୍ଚଳରେ ପର୍ଯ୍ୟଟକ ସୁରକ୍ଷା, ହୋଟେଲ ଶୃଙ୍ଖଳା, ଏବଂ ଅନଲାଇନ ଠକେଇ ରୋକିବା…

ନଭେମ୍ବର ୫ରୁ ୧୪ ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବ; ରାଜ୍ୟର ଐତିହ୍ୟ, ପରମ୍ପରା ଓ ଅସ୍ମିତାର ହେବ ସ୍ୱତନ୍ତ୍ର…

ଭୁବନେଶ୍ୱର: ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଭୁବନେଶ୍ୱର ବାଲିଯାତ୍ରା ମହୋତ୍ସବ ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଏନେଇ ଏକ ପ୍ରସ୍ତୁତି ବୈଠକ ଆଜି ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ୍‌ ହାଉସ୍‌ଠାରେ…

ନୂଆପଡ଼ା ଉପନର୍ବାଚନ; କଂଗ୍ରେସକୁ ସମର୍ଥନ କରିବ ସିପିଆଇ(ଏମ୍)

ଭୁବନେଶ୍ଵର: ଓଡ଼ିଶାର ଏକ ବିଶେଷ ରାଜନୈତିକ ପରିସ୍ଥିତିରେ ନୂଆପଡ଼ା ଉପନିର୍ବାଚନ ହେଉଛି । ପ୍ରତ୍ୟେକ ରାଜନୈତିକ ଦଳ ଜିତିବା ପାଇଁ ଅଣ୍ଟା ଭିଡ଼ିଛନ୍ତି । ଏହି ସମୟରେ ନୂଆପଡା ଉପ ନିର୍ବାଚନରେ କଂଗ୍ରେସକୁ ସମର୍ଥନ କରିବ ବୋଲି ସିପିଆଇ (ଏମ୍) ନିଷ୍ପତ୍ତି ନେଇଛି । ଶୁକ୍ରବାର ଏକ ସାମ୍ବାଦିକ…

‘Kalamandal’ Auditorium Project: ସର୍ବବୃହତ ପ୍ରେକ୍ଷାଳୟର ନିର୍ମାଣ କାର୍ଯ୍ୟ ୨୦୨୬ ମେ ସୁଦ୍ଧା ସାରିବାକୁ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଭୁବନେଶ୍ୱରରେ ନିର୍ମାଣାଧୀନ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏଥିସହିତ କେନ୍ଦୁଝର ଜିଲ୍ଲାରେ କ୍ରୀଡା ଭିତ୍ତିଭୂମିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ସୂଚନାଯୋଗ୍ୟ ଯେ,…

ନୂଆପଡା ବିଧାନସଭା ଉପନିର୍ବାଚନ: ୧୪ ଜଣ ପ୍ରାର୍ଥୀଙ୍କ ମଧ୍ୟରେ ହେବ ଲଢେଇ

ନୂଆପଡା: ବିଧାନସଭା ଉପନିର୍ବାଚନ ନେଇ ଆଜି ଥିଲା ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ । ନାମାଙ୍କନ ପତ୍ର ପ୍ରତ୍ୟାହାର ପାଇଁ ପୂର୍ବାହ୍ନ ୧୧ ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସମୟ ପ୍ରାର୍ଥୀମାନଙ୍କୁ ପ୍ରଦାନ କରାଯାଇଥିଲା । ଜଣେ ବି ପ୍ରାର୍ଥୀ ନାମାଙ୍କନ ପତ୍ର ପ୍ରତ୍ୟାହାର…

ଏସିଆ କପ ଟ୍ରଫି ଦୁବାଇରୁ ପଂହଚିଲା ଆବୁଧାବି, ଖେଳୁଛନ୍ତି ନକଭି

ଦୁବାଇ: ଏସିଆକପ ଟ୍ରଫିକୁ ଏସୀୟ କ୍ରିକେଟ କାଉନ୍ସିଲର ହେଡକ୍ୱାର୍ଟର ଦୁବାଇରୁ ଆବୁଧାବିକୁ ଅଣାଯାଇଛି । ବିସିସିଆଇ ଜନୈକ ଅଧିକାରୀ ଏସିସି ମୂଖ୍ୟାଳୟରେ ପଂହଚିବା ପରେ ଏହି ଘଟଣା ଜାଣିବାକୁ ପାଇଥିଲେ । ଅଧିକାରୀଜଣଙ୍କ ଏ ସମ୍ପର୍କରେ ପଚାରିବାରୁ ଷ୍ଟାଫ କହିଥିଲେ ଟ୍ରଫି ଏସିସି ଚିଫ ମୋହସିନ…

Nuapada bypoll: କୋମନା ବ୍ଲକରେ ବିଜେଡିର ପ୍ରଚାର; କହିଲେ ବିଜେପି ସରକାର ବିକାଶର ଗତିକୁ…

ଭୁବନେଶ୍ୱର: ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ଗ୍ରାମପଞ୍ଚାୟତରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ସ୍ଥାନୀୟ ଜନସାଧାରଣ ବିପୁଳ ସମ୍ୱର୍ଦ୍ଧନା ଦେଇ ବିଜୁ ଜନତା ଦଳ ପ୍ରତି ବିଶ୍ୱାସ ବ୍ୟକ୍ତ କରିଥିଲେ । ଶୁକ୍ରବାର ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ଛୁରିଆ…

ଐତିହାସିକ କ୍ଲିନ ସୁଇପ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ସିଡନୀ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଅନ୍ତିମ ଦିିନିକିଆ କ୍ରିକେଟ ମ୍ୟାଚରେ ସିଡନୀରେ ଖେଳାଯିବ । ପ୍ରଥମ ୨ଟି ମ୍ୟାଚରେ ହାରି ଟିମ ଇଣ୍ଡିଆ ସିରିଜ ହାତଛଡା କରିଛି । ଏବେ ସମ୍ମାନ ବଂଚାଇବା ପାଇଁ ଖେଳିବ । ଅପରପକ୍ଷରେ ଅଷ୍ଟ୍ରେଲିଆ ଐତିହାସିକ କ୍ଲିନ ସୁଇପ ଲକ୍ଷ୍ୟରେ ରହିବ । ୨ଟି…