Andhra Bus Tragedy: ବସ୍ରେ ଭୟାବହ ଅଗ୍ନିକାଣ୍ଡ; ୨୦ ଯାତ୍ରୀ ଜୀବନ୍ତ ଦଗ୍ଧ
ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶରେ ଏକ ବଡ଼ ବସ୍ ଦୁର୍ଘଟଣା ଘଟିଛି। ହାଇଦ୍ରାବାଦ-ବେଙ୍ଗାଲୁରୁ ରାଜପଥର କୁର୍ଣ୍ଣୁଲରେ ଏକ ବାଇକ ସହିତ ଧକ୍କା ହେବା ପରେ ହାଇଦ୍ରାବାଦ-ବେଙ୍ଗାଲୁରୁ ଏନ୍ଏଚ୍ ବସ୍ରେ ଲାଗିଲା ନିଆଁ। ଘଟଣାରେ ୨୦ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି। ସୂଚନା ଅନୁସାରେ…