Balangir Highway: ଅସୁରକ୍ଷିତ ବଲାଙ୍ଗୀର ରାଜପଥ, ୬ ବର୍ଷରେ ୧୦୩୮ଜଣଙ୍କ ମୃତ୍ୟୁ…
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାର ବିଗତ ୬ ବର୍ଷର ତଥ୍ୟକୁ ଦେଖିଲେ ଚଳିତ ବର୍ଷ ଜିଲ୍ଲାରେ ଏପର୍ଯ୍ୟନ୍ତର ସବୁଠୁ ଅଧିକ ଦୁର୍ଘଟଣା ଏବଂ ପ୍ରାଣହାନୀ ହୋଇଛି । ଏଥର ଜିଲ୍ଲାରେ ୩୬୨ଟି ମୃତ୍ୟୁ ଘଟିଥିବା ବେଳେ ୨୦୫ଜଣ ବିଭିନ୍ନ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ମୋଟାମୋଟି ଭାବରେ ୬ବର୍ଷ ଭିତରେ…