Baladevjew temple complex: କେନ୍ଦ୍ରାପଡ଼ା ବଳଦେବଜୀଉ ପରିକ୍ରମା ପ୍ରକଳ୍ପକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ ଘୋଷଣା
ଭୁବନେଶ୍ବର: ବଳଦେବଜୀଉ ପରିକ୍ରମା ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଅଟକଳ କରାଯାଇଛି। ପରିକ୍ରମା ପ୍ରକଳ୍ପ ପାଇଁ ସମୀକ୍ଷା ପରେ ଆଇନ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖୁବ୍ଶୀଘ୍ର ଫାଇନାଲ ଡିପିଆର ପ୍ରସ୍ତୁତ କରାଯାଇ ଚଳିତ ଆର୍ଥିକ ବର୍ଷରୁ କାମ ଆରମ୍ଭ ହେବ।…