Pitabas Panda Murder Case: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, କର୍ପୋରେଟରଙ୍କୁ ଉଠାଇନେଲା ପୋଲିସ
ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ରୋମାଞ୍ଚକର ମୋଡ଼। ନୋଟିସ ଦେଇ ଛାଡିଥିବା କର୍ପୋରେଟରଙ୍କୁ ରାତି ଅଧିଆ ଉଠାଇନେଲା ପୋଲିସ। ବାହାର ରାଜ୍ୟରୁ ଧରା ପଡ଼ିଥିବା ୮ ଅଭିଯୁକ୍ତଙ୍କ ସହ ସେହି କର୍ପୋରେଟରଙ୍କର କଣ ସମ୍ପର୍କ ରହିଛି ଏବେ ତା ଉପରେ ସମସ୍ତଙ୍କର ନଜର ରହିଛି।…