Stone Mine Explosion: ପଥର ଖଣିରେ ବଡ଼ଧରଣର ବିସ୍ଫୋରଣ: ୪ ମୃତ୍ୟୁ ଆଶଙ୍କା….
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଲକ୍ ମୋଟଙ୍ଗା ଥାନା ଅନ୍ତର୍ଗତ ନିମିଧା ପଞ୍ଚାୟତର ଗୋପାଳପୁର ଗ୍ରାମ ନିକଟରେ ପଥର ଖାଦାନରେ ବିସ୍ଫୋରଣ ଘଟି ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି । ଏହା ସହ କିଛି ଶ୍ରମିକ ଆହତ ହୋଇଥିବା କୁହାଯାଉଛି । ଓଡ଼ାପଡ଼ା ତହସିଲଦାରଙ୍କ…