ଚିନ୍ତା କରନାହିଁ, ଓଡ଼ିଶା ସରକାର ତୁମ ସହିତ ଅଛନ୍ତି…ପୀଡ଼ିତା ଡାକ୍ତରୀ ଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମାଆଙ୍କ ସହିତ କଥା ହୋଇଛନ୍ତି । ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ।
ଏଥିସହ ସେଠାରେ ଉପସ୍ଥିତ ଓଡ଼ିଶା…