ଆଜିଠୁ ୨୦୨୭ ପାଇଁ ପରୀକ୍ଷାମୂଳକ ଭାବେ ହେବ ଡିଜିଟାଲ ଜନଗଣନା
ଭୁବନେଶ୍ବର: ୨୦୨୭ ଜନଗଣନା ପାଇଁ ଆଜିଠୁ ପରୀକ୍ଷାମୂଳକ ଭାବେ ଆରମ୍ଭ ହେବ ଡିଜିଟାଲ ଜନଗଣନା । ସର୍ବଭାରତୀୟ ସ୍ତରରେ ୩୪ ଲକ୍ଷ ଶିକ୍ଷକ କରିବେ ଏହି ଡିଜିଟାଲ ଜନଗଣନା । ଡିଜିଟାଲ ପ୍ରକ୍ରିୟାରେ ପେପର ନୁହେଁ ମୋବାଇଲ ଆପରେ ହେବ ଜନ ଗଣନା ।
ଭୁବନେଶ୍ୱର ମହାନଗର ନିଗମର ୨୨ ନମ୍ବର ୱାର୍ଡ,…