CHSE +2 Practical: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍
ଭୁବନେଶ୍ୱର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର…