Train Fire: ଟାଟାନଗର-ଏର୍ଣ୍ଣାକୁଲମ ଏକ୍ସପ୍ରେସରେ ଅଗ୍ନିକାଣ୍ଡ; ଜଣେ ମୃତ, ଅନେକ ଆହତ
ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ପ୍ରାୟ ୬୬ କିଲୋମିଟର ଦୂର ଇଲାମାଞ୍ଚିଲି ଷ୍ଟେସନରେ ଅଘଟଣ । ଟାଟା-ଏର୍ଣ୍ଣାକୁଲମ ଏକ୍ସପ୍ରେସରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଜଣଙ୍କର ମୃତ୍ୟୁ ଘଟିଛି । ଏକ୍ସପ୍ରେସ୍ଟି ବିଶାଖାପାଟଣାରୁ ଦୁଭାଦାକୁ ଯାଉଥିଲା । ବିଳମ୍ବିତ ରାତିରେ ଟ୍ରେନର ଦୁଇଟି…