ବାଂଲାଦେଶରେ କଳାକାରଙ୍କୁ ଆକ୍ରମଣ, କନସର୍ଟରେ ଭଙ୍ଗାରୁଜା…
ଢାକା: ବାଂଲାଦେଶର ଫରିଦପୁରରେ ଲୋକପ୍ରିୟ ଗାୟକ ଜେମ୍ସଙ୍କ କନସର୍ଟ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାରେ ୨୦ ଜଣ ଆହତ ହୋଇଥିଲେ।
କନସର୍ଟ ଉପରେ କିଛି ଲୋକ ଇଟା ଏବଂ ପଥର ଫିଙ୍ଗିଥିଲେ, ଯେଉଁଥିରେ ଅନେକ ଲୋକ ଆହତ ହୋଇଥିଲେ। ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଏହି କନସର୍ଟ ହୋଇଥିଲା। ସୂଚନା…