Subhadra Shakti Mela: ‘ସୁଭଦ୍ରା ଶକ୍ତିମେଳା’ ଉଦ୍ଘାଟିତ; ନଭେମ୍ୱର ୧ ରୁ ୧୨ ପର୍ଯ୍ୟନ୍ତ ଚାଲିବ
ଭୁବନେଶ୍ବର:ବ୍ୟକ୍ତିଗତ ସ୍ତରରେ ହେଉ ବା ଗ୍ରୁପ୍ ସ୍ତରରେ ହେଉ, ରାଜ୍ୟର ପ୍ରତ୍ୟେକ ମହିଳା ଯେପରି ଆର୍ଥିକ କ୍ଷେତ୍ରରେ ସ୍ୱାବଲମ୍ୱୀ ଓ ସ୍ୱତନ୍ତ୍ରତା ହାସଲ କରି ଦକ୍ଷ ଉଦ୍ୟୋଗୀ ହେବେ, ସେଥିପାଇଁ ଆମେ ପ୍ରତିବଦ୍ଧତାର ସହ କାମ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶା…