ଶ୍ରୀମନ୍ଦିର ଖୁବଶୀଘ୍ର ହେବ ଗଣତି ମଣତି, ଏଏସଆଇ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ
କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଏବଂ ଗଣତି ମଣତି ସମ୍ପର୍କିତ ଜନସ୍ୱାର୍ଥ ମାମଲାରେ ଶୁଣାଣି କରି ହାଇକୋର୍ଟରେ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସଆଇ) ପକ୍ଷରୁ ଏକ ସତ୍ୟପାଠ ଦାଖଲ ହୋଇଛି । ରତ୍ନଭଣ୍ଡାରର ଆବଶ୍ୟକୀୟ ମରାମତି କାର୍ଯ୍ୟ ସଫଳତାର ସହ ଶେଷ ହୋଇଥିବା ଏଏସଆଇ ସତ୍ୟପାଠରେ…