Ban on Plastic bottles: ଏଣିକି ଏହି ରାଜ୍ୟର ସରକାରୀ କାର୍ଯ୍ୟାଳୟ ଏବଂ ବୈଠକରେ ବ୍ୟବହାର ହେବନି ପ୍ଲାଷ୍ଟିକ୍…
ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ବୈଠକରେ ପ୍ଲାଷ୍ଟିକ୍ ପାଣି ବୋତଲ ବ୍ୟବହାର ଉପରେ କଡ଼ା ନିଷେଧ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ସରକାରୀ କାର୍ଯ୍ୟକ୍ରମ ଏବଂ କାର୍ଯ୍ୟାଳୟରେ କେବଳ ପରିବେଶ ଅନୁକୂଳ…