Latest Odisha News

BREAKING NEWS

Flydubai Attack: ମଝି ଆକାଶରେ ‘ଦେବଦୂତ’ ସାଜିଲେ ପ୍ଲମ୍ବର, ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର…

ନୂଆଦିଲ୍ଲୀ: ମୃତ୍ୟୁମୁହଁରୁ ଯାତ୍ରୀଙ୍କୁ ଟାଣିଆଣିଲେ ପ୍ଲମ୍ବର! ପାଣି ପାଇପ୍ ସଜାଡୁଥିବା ମଣିଷଟି ୧୭୪ ଜଣଙ୍କ ସଂସାର ଉଜୁଡିବାରୁ ବର୍ତ୍ତାଇଦେଲେ! କୁଣ୍ଡାଇ ପାକାଇଲେ ପ୍ରଧାନମନ୍ତ୍ରୀ! ମଝି ଆକାଶରେ ଘଟିଲା ଛାତିଥରା ଘଟଣା । ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିଲା ବିମାନ । ସବୁକିଛି…

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ବହୁ ଗୁରୁତର

ଧରାକୋଟ: ଗଞ୍ଜାମ ଜିଲ୍ଲାର ଧରାକୋଟ ବ୍ଲକ୍ ଅନ୍ତର୍ଗତ ପାଟଶାଳ ଗ୍ରାମରେ ଝାଡ଼ାବାନ୍ତିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଛଅରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ଅନେକ ଆକ୍ରାନ୍ତ ଗ୍ରାମବାସୀଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଜିଲ୍ଲା…

ରକ୍ତରେ ଭିଜିଥିଲା କକପିଟ; ବଞ୍ଚାଇଲେ ଭାରତୀୟ ପାଇଲଟ୍, ପ୍ରଶଂସା କଲେ ବିଶ୍ୱ ନେତା

ନୂଆଦିଲ୍ଲୀ: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଏଦୁବାଇ ବିମାନରେ ଏକ କଥିତ ଆକ୍ରମଣକୁ ବିଫଳ କରିଥିବା ଭାରତୀୟ ପାଇଲଟ୍ ସ୍ମିତ୍ ମାଛରଙ୍କୁ ବ୍ୟାପକ ପ୍ରଶଂସା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସାହସିକତାକୁ ପ୍ରଶଂସା କରି ତାଙ୍କୁ ହିରୋ ବୋଲି କହିଥିଲେ। ଟ୍ରମ୍ପ ଏବଂ ନେତାନ୍ୟାହୁ…

ଟାଇମ୍‍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ୨୦୨୭; ଭାରତର ୪ର୍ଥ ସ୍ଥାନରେ କିଟ୍‍

ଭୁବନେଶ୍ୱର: ଟାଇମ୍‍ସ ହାୟର ଏଜୁକେସନ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ -୨୦୨୭ରେ କିଟ୍‍ ବିଶ୍ୱବିବ୍ୟାଳୟ ପୁଣିଥରେ ତା’ର ଉତ୍କର୍ଷତା ପ୍ରତିପାଦନ କରି ଭାରତର ସମସ୍ତ ଘରୋଇ ଓ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ୪ର୍ଥ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ହୋଇପାରିଛି। ଏଥିସହିତ ପୂର୍ବ ଭାରତର…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ; କମର୍ସିଆଲ ସିଲିଣ୍ଡର ଦାମ୍ ୬୨ ଟଙ୍କା ବୃଦ୍ଧି

ନୂଆଦିଲ୍ଲୀ: ଆଜିଠାରୁ ଅକ୍ଟୋବର ମାସ ଆରମ୍ଭ ହେଉଛି। ପାର୍ବଣ ପୂର୍ବରୁ ଦେଶର ସରକାରୀ ତୈଳ ବିପଣନ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମର ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୬୨.୫୦ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ସହିତ ଦିଲ୍ଲୀରେ ଏକ ସିଲିଣ୍ଡରର ମୂଲ୍ୟ ୨,୮୧୦ ହୋଇଛି। କିନ୍ତୁ ଘରୋଇ ସିଲିଣ୍ଡରର…

Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ ଗୋପାଳନ ଭିଆରଏସ ନେବେ ।ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ତଥା ବରିଷ୍ଠ ଆଇଏଏସ ଅଧିକାରୀ ଆର. ଏସ. ଗୋପାଳନ ଚାକିରିରୁ ସ୍ଵେଚ୍ଛାକୃତ ଅବସର (ଭିଆରଏସ) ପାଇଁ ଆବେଦନ କରିଛନ୍ତି। ବୁଧବାର ସନ୍ଧ୍ୟାରେ ସେ ତାଙ୍କ ଇସ୍ତଫାପତ୍ର…

MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ:…

ନୂଆଦିଲ୍ଲୀ:ଋଷୀୟ ସେନାରେ ଭାରତୀୟ ନାଗରିକମାନଙ୍କୁ ନିଯୁକ୍ତ କରାଯାଉଥିବା ନେଇ ଖବର ମିଳିବା ପରେ, ଭାରତ ସରକାର ଏକ ନୂତନ ଆଡଭାଇଜରୀ ଜାରି କରିଛନ୍ତି। ସରକାର ଚେତାବନୀ ଦେଇଛନ୍ତି ଯେ ସ୍ୱଳ୍ପକାଳୀନ ଆର୍ଥିକ ଲାଭ ପାଇଁ ନିଆଯାଇଥିବା ପଦକ୍ଷେପ ଘାତକ ସାବ୍ୟସ୍ତ ହୋଇପାରେ। ବୈଦେଶିକ ବ୍ୟାପାର…

Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ…

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ନିଜେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ 'ଏକ୍ସ' (X) ରେ ଏହି ସୂଚନା ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ…

ଦୁଇ ଝାରଖଣ୍ଡ ଡକାୟତଙ୍କୁ ଧରିଲା ଓଡ଼ିଶା ପୋଲିସ; ଗୁଳି ଓ ମାରଣାସ୍ତ୍ର ଜବତ

ରାଇରଙ୍ଗପୁର:ବଡ ଡକାୟତି ଯୋଜନାକୁ ପଣ୍ଡ କରିଛି ବହଳଦା ପୋଲିସ। ଦୁଇ ଜଣ ଦୁର୍ଦ୍ଦାନ୍ତ ଆନ୍ତଃରାଜ୍ୟ ଡ଼କାୟତକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ଦୁଇଟି ସୌଖିନ କାର୍, ତେଲେଙ୍ଗାନା କଟୁରୀ , ଏକ ଜୀବନ୍ତ ଗୁଳି, ଦୁଇଟି ମୋବାଇଲ, ଲଙ୍କା ଗୁଣ୍ଡ ଓ ଲକ୍ଷାଧିକ ଟଙ୍କା ଜବତ କରାଯାଇଛି । ଗିରଫ…

Serious allegations against SCB Medical:ମେଡିକାଲ ବିରୋଧରେ ସାଂଘାତିକ ଅଭିଯୋଗ;ମାନସିକ ରୋଗୀଙ୍କୁ ପିଟିପିଟି…

କଟକ:ମାନସିକ ରୋଗୀଙ୍କୁ ପିଟିପିଟି ମାରିଦେଇଥିବା ହତ୍ୟା ଅଭିଯୋଗ । SCB ମେଡିକାଲର ମାନସିକ ରୋଗ ବିଭାଗରେ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି । ଜଣେ ମାନସିକ ରୋଗୀଙ୍କୁ ହସ୍ପିଟାଲରେ ପିଟି ପିଟି ମାରି ଦିଆଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ । ମୃତକ ଜଣଙ୍କ ହେଲେ ଯାଜପୁର ଅଞ୍ଚଳର…