କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପାଇବେ ୧୭ ପୋଲିସ ଅଧିକାରୀ
ଭୁବନେଶ୍ବର: ଓଡ଼ିଶା ପୋଲିସର ୧୭ ଜଣ ବିଶିଷ୍ଟ ଅଧିକାରୀ ଏବଂ କର୍ମଚାରୀଙ୍କୁ ମର୍ଯ୍ୟାଦାଜନକ 'କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦ' ୨୦୨୫ରେ ସମ୍ମାନିତ କରାଯାଇଛି।
ରାଜ୍ୟ ପୋଲିସ ଏହାର X ହ୍ୟାଣ୍ଡେଲରେ ଦୁଇଟି ଭିନ୍ନ ଭିନ୍ନ ପୋଷ୍ଟରେ ଏହି ସୂଚନା ପ୍ରଦାନ କରିଛି।
ପୁରସ୍କାରପ୍ରାପ୍ତ…