Latest Odisha News

BREAKING NEWS

ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ, ଦୌଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ। କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

Pitabas Panda Murder Case: ପୀତବାସ ପଣ୍ଡା ହତ୍ୟା ମାମଲାର ପରିଚାଳନା କରିବେ ଦୁଇ ବରିଷ୍ଠ ଓକିଲ, କୋର୍ଟରେ ହେବ…

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାର ପରିଚାଳନା କରିବେ ଦୁଇ ବରିଷ୍ଠ ଓକିଲ। ଏହି ମାମଲା ଲଢିବା ପାଇଁ ସ୍ବତନ୍ତ୍ର ଓକିଲ ନିଯୁକ୍ତ କରିବାକୁ ଡିଜିପିଙ୍କୁ ଚିଠି ଲେଖିଲା ବ୍ରହ୍ମପୁର ପୋଲିସ। ସରକାରଙ୍କ ତରଫରୁ ବ୍ରହ୍ମପୁର କୋର୍ଟରେ କେସ୍ ପରିଚାଳନା ପାଇଁ ହାଇ କୋର୍ଟରେ କାର୍ଯ୍ୟରତ ତଥା…

ଏଥର ପଞ୍ଚୁକ ବ୍ରତ ୪ ଦିନ…

ଭୁବନେଶ୍ବର: କାର୍ତ୍ତିକ ମାସ ଚାଲିଥିବା ବେଳେ ଚଳିତ ଥର ପଞ୍ଚୁକ ବ୍ରତ କେତେ ଦିନ ପାଳନ ହେବ ତାକୁ ନେଇ ଦ୍ୱନ୍ଦ ଉପୁଜିଥିଲା। ସୂଚନା ଅନୁଯାୟୀ, ଦିନକ ପରେ ଅର୍ଥାତ୍ ରବିବାର ଠାରୁ ପଞ୍ଚୁକ ବ୍ରତ ଆରମ୍ଭ ହେବ। ନଭେମ୍ବର ୨ ତାରିଖରୁ ପଞ୍ଚୁକବ୍ରତ ପାଳନ କରିବେ ବ୍ରତଧାରୀ । ଏଥିପାଇଁ…

ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି, ଗଣତନ୍ତ୍ର ଦିବସ ଭଳି ପରେଡ୍…

ନୂଆଦିଲ୍ଲୀ: ଭାରତର ଲୌହ ପୁରୁଷ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜୁରାଟର କେଭାଡିଆରେ ଥିବା ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୨୦୧୪ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରଠାରୁ ଅକ୍ଟୋବର…

ଆଜି ପବିତ୍ର ଅଳାଁ ନବମୀ, ରାଧା ପାଦ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ବର: ଆଜି ପବିତ୍ର ଅଳାଁ ନବମୀ। ରାଧା ପାଦ ଦର୍ଶନ ପାଇଁ ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼। ଏହି ପବିତ୍ର ଅଳାଁ ନବମୀ ଅବସରରେ ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କ…

ଏଣିକି ସବୁ ସ୍କୁଲରେ ତୃତୀୟ ଶ୍ରେଣୀରୁ ଏଆଇ ଉପରେ ପାଠ୍ୟକ୍ରମ ପ୍ରଚଳନ କରାଯିବ

ଭୁବନେଶ୍ବର: କୃତ୍ରିମ ବୁଦ୍ଧିମତ୍ତା (AI) ଶିକ୍ଷାକୁ ଆମ ଚାରିପାଖର ଦୁନିଆ ସହ ଜଡିତ ଏକ ମୌଳିକ ସାର୍ବଜନୀନ ଦକ୍ଷତା ଭାବରେ ବିବେଚନା କରାଯିବା ଉଚିତ ବୋଲି କହିଛନ୍ତି ବିଦ୍ୟାଳୟ ଶିକ୍ଷା ସଚିବ । କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅନ୍ତର୍ଗତ ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗ…

ଜେମିମାଙ୍କ ସ୍ମରଣୀୟ ଶତକ: ଅଷ୍ଟ୍ରେଲିଆକୁ ହରାଇ ଭାରତ ଫାଇନାଲରେ

ନୂଆଦିଲ୍ଲୀ: ଡିୱାଇ ଷ୍ଟାଡିୟମରେ ଖେଳାଯାଇଥିବା ରୋମାଂଚକର ସେମିଫାଇନାଲ ମୁକାବିଲାରେ ଭାରତ ୫ ୱିକେଟରେ ୭ ଥର ଚାମ୍ପିୟନ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପ୍ରବେଶ କରିଛି । ଫାଇନାଲରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମୁକାବିଲା ହେବ ।ଜେମିମା ରୋଡ୍ରିଗ୍ୟୁଜଙ୍କ ଆକର୍ଷଣୀୟ ଶତକ ଓ ହରମନପ୍ରୀତ…

ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵକୁ ସୌନ୍ଦର୍ଯ୍ୟକରଣ କରାଯିବ ସହ ସବୁ ଉଠା ଦୋକାନ ହେବ ଉଚ୍ଛେଦ

ପୁରୀ: ପୁରୀ ଗୁଣ୍ଡିଚା ମନ୍ଦିର ଚତୁଃପାର୍ଶ୍ଵରେ ଥିବା ସମସ୍ତ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯିବ । ଚତୁଃପାର୍ଶ୍ଵକୁ ସୌନ୍ଦର୍ଯ୍ୟକରଣ କରାଯିବା ସହ ପରିଷ୍କାର ପରିଚ୍ଛନ୍ନ ରଖାଯିବ । ଏହା ସହ କୌଣସି ଘରୋଇ କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ଅନୁମତି ଦିଆଯିବ ନାହିଁ ଏବଂ ଗୁଣ୍ଡିଚା ମନ୍ଦିର…

Gold prices fall: ଖସିଲା ସୁନା ଦର; ଜାଣନ୍ତୁ କେତେ ରହିଛି…

ଭୁବନେଶ୍ବର: ଆପଣ ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ଆପଣଙ୍କ ପାଇଁ ଖୁସି ଖବର । ସୁନା ଦର ଏବେ କମିବାରେ ଲାଗିଛି । ଗ୍ରାହକଙ୍କ ପାଇଁ ଏହା ଆଶ୍ବସ୍ତି ଖବର । ଗତକାଲି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧,୨୨,୪୦୦ ଟଙ୍କା ଥିଲା । ଆଜି…

Railway Overbridges: ଓଡ଼ିଶାରେ ହେବ ୯୨ଟି ରେଳ ଓଭରବ୍ରିଜ୍, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ…

ଭୁବନେଶ୍ୱର: ଓଡ଼ିଶାରେ ହେବ ୯୨ଟି ରେଳ ଓଭରବ୍ରିଜ । ନିର୍ମାଣ ପାଇଁ ସମ୍ପୂର୍ଣ୍ଣ ଖର୍ଚ୍ଚ କେନ୍ଦ୍ର ସରକାର ବହନ କରିବେ । ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ, ପୂର୍ବରୁ ଉଭୟ ରେଳ ମନ୍ତ୍ରାଳୟ ଓ ରାଜ୍ୟ ସରକାର ଏହି ରେଳ ଓଭରବ୍ରିଜ୍‌ ଗୁଡ଼ିକୁ…