Latest Odisha News

BREAKING NEWS

ଏକତ୍ର ବଂଚିଲେ, ଆରପାରିକୁ ଗଲେ ବି ହାତ ଧରି

ପାଟନା: ବିହାରର ସମସ୍ତିପୁରରେ ଏ ଭଳି ଏକ ଘଟଣା ଘଟିଛି ଯାହାକି ଅନେକଙ୍କ ଆଖି ଓଦା କରିଦେଇଛି । ପ୍ରେମ, ବିବାହ, ବିଶ୍ୱାସ ଏକତ୍ର ବଂଚିବା ଓ ମରିବା କଣ ତାହା ଏକ ଦମ୍ପତି ପ୍ରମାଣ କରିଛନ୍ତି । ୮୫ ବର୍ଷୀୟ ବିଷ୍ଣୁଦେବ ସାହାଣୀଙ୍କ ଦେହ ହଠାତ ଖରାପ ହେଲା । ତାଙ୍କୁ ଚିକିତ୍ସା କରିବା ପାଇଁ…

ଆହୁରି ୫ ଦିନ କଲବଲ କରିବ ଶୀତ, ଏହି ସବୁ ସ୍ଥାନରେ ଅଧିକ ଜାଡ…

ଭୁବନେଶ୍ୱର: ଓଡ଼ିଶାରେ ଆହୁରି ୫ ଦିନ ଯାଏଁ ଘନ କୁହୁଡ଼ି ଜାରି ରହିବ। ଏନେଇ ସୋମବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଡିସେମ୍ବର ୨୭ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର ଏବଂ ସୋନପୁର ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କତା ଜାରି…

ଆଜମେର ଦରଘାରେ ଚଢାନଯାଉ ପ୍ରଧାନମନ୍ତ୍ରୀ ପଠାଉଥିବା ଚାଦର, ଶୁଣାଣି କରିବାର ଆବେଦକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟକୁ ପହଞ୍ଚିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଆଜମେର ଶରିଫ୍ ଦରଘାକୁ ଚାଦର ପଠାଯିବା ପ୍ରସଙ୍ଗ। ମୋଦିଙ୍କ ପକ୍ଷରୁ ଆଜମେର ଶରିଫ୍ ଦରଘାକୁ ଚାଦର ପଠାଯିବା ବିରୋଧରେ ସୁପ୍ରିମକୋର୍ଟରେ ଆବବେଦନ ଦାଖଲ କରାଯାଇଛି। ଆଜମେର ଜିଲ୍ଲା କୋର୍ଟ ପରେ,…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ, ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ହେଉ

ଭୁବନେଶ୍ବର: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି)ର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଅନୁରୋଧ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ ଦିଗରେ…

ଓଡ଼ିଶାରେ ଜମି କିଣାବିକା ନିୟମରେ ବଡ଼ ପରିବର୍ତ୍ତନ; ସରକାର ଜାରି କଲେ ନୂଆ ଏସଓପି

ଭୁବନେଶ୍ବର: ଓଡ଼ିଶାରେ ଜମି କିଣାବିକା ନିୟମରେ ବଡ଼ ପରିବର୍ତ୍ତନ । ଏନେଇ ନୂଆ SOP ଜାରି କଲେ ରାଜ୍ୟ ସରକାର । ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗତ ୧୯ ତାରିଖରେ ସ୍ଥାବର ସମ୍ପତ୍ତିର ବେଞ୍ଚମାର୍କ ମୂଲ୍ୟର ଦ୍ୱିବାର୍ଷିକ ସଂଶୋଧନ ପାଇଁ ଏକ ବିସ୍ତୃତ ସୂଚନା…

Odisha Vigilance: ଭିଜିଲାନ୍ସ ଜାଲରେ ଜୁନିଅର ଆକାଉଣ୍ଟାଣ୍ଟ

ବାଲେଶ୍ବର: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ରେଡ ହୋଇଛି। ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ ଉପରେ ଭିଜିଲାନ୍ସ ଟିମର ଚଢ଼ାଉ। ରବୀନ୍ଦ୍ର କୁମାର ବାରିକଙ୍କ ବାଲେଶ୍ଵରରେ ଥିବା ବିଭିନ୍ନ ସମ୍ପତ୍ତି ଉପରେ ରେଡ୍। ରବୀନ୍ଦ୍ର କୁମାର ବାରିକ ସିଭିଲ ସପ୍ଲାଏ ଅଫିସ୍…

ସବୁ ଚିଟ୍‌ଫଣ୍ଡ ଜମାକାରୀ ପାଇବେ ଟଙ୍କା

ଭୁବନେଶ୍ୱର: କ୍ଷୁଦ୍ର ଚିଟ୍ ଫଣ୍ଡ ଜମାକାରୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି। ଓଡ଼ିଶା ସରକାର ଯୋଗ୍ୟ ଦାବିଦାରଙ୍କ ପାଇଁ ଟଙ୍କା ଫେରସ୍ତ ପ୍ରକ୍ରିୟା ସମାପ୍ତ କରିବାର ଶେଷ ତାରିଖ ଜାନୁଆରୀ ୩୧, ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅର୍ଥ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି…

Unity Of Hindus: ହୁନ୍ଦୁମାନେ ଏକାଠି ହୁଅ… ମୋହନ ଭାଗବତଙ୍କ ଆହ୍ୱାନ

କୋଲକାତା: ବାଂଲାଦେଶରେ ସଂଖ୍ୟାଲଘୁ, ବିଶେଷକରି ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ନିରନ୍ତର ଜାରି ରହିଛି। ୟୁନୁସ୍ ସରକାର ଏପରି ଘଟଣା ରୋକିବାରେ ସମ୍ପୂର୍ଣ୍ଣ ବିଫଳ ପ୍ରମାଣିତ ହୋଇଛି। ଏହି ସମୟରେ, ଯୁବ ନେତା ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶର ପରିସ୍ଥିତି ଆହୁରି ଖରାପ ହେଉଥିବା…

ଭିତରକନିକାକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ; ଗୋଟିଏ ଦିନରେ ବୁଲିଲେ ୨୮୬୪ ପର୍ଯ୍ୟଟକ

ରାଜନଗର: ଚାଲିଛି ପର୍ଯ୍ୟଟନ ଋତୁ । ଏହି ସମୟରେ ବିଭିନ୍ନ ପର୍ଯ୍ୟଟନସ୍ଥଳରେ ଲୋକଙ୍କ ଭିଡ ଜମିବାରେ ଲାଗିଛି । ଏହା ଭିତରେ ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼ । ବନ ବିଭାଗର ସୂଚନା ମୁତାବକ, ରବିବାର ଜାତୀୟ ଉଦ୍ୟାନକୁ ଗୋଟିଏ ଦିନରେ ୨୮୬୪ ପର୍ଯ୍ୟଟକ ଆସିଥିଲେ ।…

ବାଂଲାଦେଶ ଭିଡ ହିଂସା: ଦୀପୁଙ୍କ ସହକର୍ମୀମାନେ ହିଁ ତାଙ୍କୁ କଟ୍ଟରପନ୍ଥୀଙ୍କ ହାତରେ ଛାଡି ଦେଇଥିଲେ

ନୂଆଦିଲ୍ଲୀ: ଯଦି ଫ୍ୟାକ୍ଟ୍ରି ମ୍ୟାନେଜମେଣ୍ଟ ଠିକ୍ ସମୟରେ ପୋଲିସକୁ କଲ୍ କରି ସୂଚନା ଦେଇଥାନ୍ତା, ତେବେ ହୁଏତ ବାଂଲାଦେଶୀ ହିନ୍ଦୁ ବ୍ୟକ୍ତି ଦୀପୁ ଚନ୍ଦ୍ର ଦାସଙ୍କର ଆଜି ଜୀବନ ବଞ୍ଚିଯାଇଥାନ୍ତା। ଦୀପୁ ଚନ୍ଦ୍ର ଦାସଙ୍କୁ ଜୀବନ୍ତ ଜାଳିବା ପୂର୍ବରୁ ସେ କହୁଥିଲେ, ମୁଁ କୌଣସି ଧର୍ମକୁ…